• हिन्दीEnglishमराठीবাংলাதமிழ்മലയാളംગુજરાતીతెలుగుಕನ್ನಡଓଡ଼ିଶାZ BharatPHHBusinessWION
  • facebookyoutubetwitterwhatsapp
Zee News Odia
  • ଖବର
  • ଭିଡିଓ
  • ଫୋଟୋ
  • ଲାଇଭ୍ ବ୍ଲଗ୍
  • ସହର

Add Zee Business As A Preferred Source
App
  • ଲାଇଭ୍ ଟିଭି
  • ଓଡ଼ିଶା
  • ଜାତୀୟ
  • ଆନ୍ତର୍ଜାତୀୟ
  • ମନୋରଞ୍ଜନ
  • କ୍ରୀଡ଼ା
  • ଧର୍ମ
  • ଚାକିରି
  • ଜି ନ୍ୟୁଜ୍ ଓଡ଼ିଶା
  • /ଜାତୀୟ
  • /Road Accident: ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ

Road Accident: ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ

Road Accident: ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ

Written ByNarmada BeheraEdited ByNarmada Behera
Published: Nov 08, 2026, 03:30 PM IST|Updated: Nov 08, 2026, 03:34 PM IST
joinshare
Road Accident: ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
Image Credit: Representative - Social Media

About the Author

    Narmada Behera

    Narmada Behera

    ସାମ୍ୱାଦିକତା କ୍ଷେତ୍ରରେ ଦୀର୍ଘ ୧୨ ବର୍ଷର ଅଭିଜ୍ଞତା ରହିଛି । ସମ୍ୱାଦ, ନକ୍ଷତ୍ର ନ୍ୟୁଜ୍, ଇଟିଭି ପରେ ଜୀ ଡିଜିଟାଲରେ କାର୍ଯ୍ୟରତ । ମନୋରଞ୍ଜନଠୁ ଆରମ୍ଭ କରି ପାଣିପାଗ ଏବଂ ଜାତୀୟ ଓ ଅନ୍ତର୍ଜାତୀୟ ଖବର ଲେଖିବାରେ ରୁଚି ରହିଛି ।
    Read More

    ଟ୍ରେଣ୍ଡିଂ

    • ଖବର
    • ଫୋଟୋ
    • ଭିଡିଓ
    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    2

    Top 10 News: ଚୁଟକିରେ ପଢ଼ନ୍ତୁ ଆଜି ଦିନ ତମାମର ୧୦ଟି ଗୁରୁତ୍ୱପୂର୍ଣ୍ଣ ଖବର..

    3

    ଓଡ଼ିଶାକୁ ଆଉ ୧ ଲକ୍ଷ ପିଏମ୍ ଆବାସ, ମୋଟ ମଞ୍ଜୁରୀ ୫ ଲକ୍ଷ; ବଲାଙ୍ଗୀରରୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    4

    Jubilant Ingrevia: ଜୁବିଲାଣ୍ଟ କାରଖାନା ବିରୋଧରେ ସ୍ୱର ଉଠାଇବାରୁ ଧମକ! ZEE MEDIA ରିପୋର୍ଟ ପରେ ହଇଚଇ

    5

    ଓଡ଼ିଶା ହାଇକୋର୍ଟରେ ବିଚାରପତି ସଙ୍କଟ! ୩୩ ପଦରୁ ୨୦ ଖାଲି, କେନ୍ଦ୍ରକୁ ଚିଠି ଲେଖିଲେ ସସ୍ମିତ

    logo
    • contact us
    • privacy policy
    • legal
    • investor info
    • advertise with us
    © 1998-2026 Indiadotcom Digital Private Limited, All Rights Reserved.

    Road Accident: ଦୀପାବଳିରେ ଘଟିଲା ବଡ଼ ଅଘଟଣ। ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କିଭଳି ସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ସେନେଇ ଛାନଭିନ୍ ଆରମ୍ଭ ହୋଇଛି। କର୍ଣ୍ଣାଟକରେ ଏହି ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି।

    ALSO READ: Puri News: ଆଜି ଆଲୋକର ପର୍ବ ଦୀପାବଳି , ପୟା ଶ୍ରାଦ୍ଧ ଦେବାକୁ ଶ୍ରୀକ୍ଷେତ୍ରରେ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ

    ସୂଚନା ଅନୁସାରେ,ଶନିବାର ଦିନ କର୍ଣ୍ଣାଟକର ୟାଦଗିରି ର ୪ ଜଣ ବାସିନ୍ଦା ମହାରାଷ୍ଟ୍ରରେ ଭବାନୀ ଦେବୀ ମନ୍ଦିରକୁ ଦର୍ଶନ ପାଇଁ ଯାଇଥିଲେ। ଦର୍ଶନ କରି ନିଜ ଗାଁକୁ ଫେରିଥିଲେ। ଏହି ସମୟରେ ଶାହାପୁର ତାଲୁକା ଅନ୍ତର୍ଗତ ଅନ୍ତର୍ଗତ ଇବ୍ରାବିମପୁର ନିକଟରେ ସୁରଟ୍-ଚେନ୍ନାଇ ଏକ୍ସପ୍ରେସ୍ ରେ ଏକ ନିର୍ମାଣଧିନ ବ୍ରିଜ୍ ରେ ସେମାନଙ୍କ କାର୍ ପିଟି ହୋଇଯାଇଥିଲା। ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହାଦେଖି ସ୍ଥାନୀୟ ଲୋକେ ପୋଲିସ୍ କୁ ଖବର ଦେଇଥିଲେ। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି  ହସପିଟାଲ୍ ପଠାଇଥିଲା ,ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା।  ଅନ୍ୟ ୨ଟି ମୃତଦେହକୁ ଉଦ୍ଧାର କରି ପୋର୍ଟମର୍ଟମ୍ ପାଇଁ ପଠାଇଛି।  ତେବେ, ଏହି ଦୁର୍ଘଟଣାରେ କାର୍ ଟି ପୁରା ଖଣ୍ତ ବିଖଣ୍ତିତ ହୋଇଯାଇଛି। ମୃତକମାନେ ହେଲେ,କୁମାର ରାମୁ ରାଠୋଡ(୨୬),ଗୋବିନ୍ଦ ସୀଥ୍ୟା ଚୌହାନ୍ (୨୮), ଗୁରୁରାଜ ସୁରେଶ ଚୌହାନ୍ (୨୯) ଓ  ରେଡ୍ଡି ବାଗଲା ରଠୋଡ(୩୩)। ପୋଲିସ୍ ଘଟଣାର ଛାନଭିନ୍ ଆରମ୍ଭ ହୋଇଛି। 

    Add Zee News as a Preferred Source
    TAGS:
    Odia News