SOCIAL MEDIA

Newsletter

PARTNER SITES
भाषा चुनें राज्य चुनें

Defence Minister Rajnath Singh:ଓଡ଼ିଶା ଆସିବେ ରାଜନାଥ ସିଂ,ଜାଣନ୍ତୁ କ'ଣ ରହିଛି କାର୍ଯ୍ୟକ୍ରମ?

କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତାକାଲି(ମଙ୍ଗଳବାର) ଓଡ଼ିଶା ଗସ୍ତରେ ଆସୁଛନ୍ତି। ସୂଚନା ଅନୁଯାୟୀ, ସେ ଆସନ୍ତାକାଲି କୋରାପୁଟ୍ ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ସେ ସୁନାବେଡା ସ୍ଥିତ ହିନ୍ଦୁସ୍ତାନ୍ ଏରୋନଟିକ୍ସ ଲିମିଟେଡ୍(HAL)ର ପ୍ରତିରକ୍ଷା ଉତ୍ପାଦନ କେନ୍ଦ୍ର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।

Written By Narmada Behera Edited By Narmada Behera
Published: Oct 05, 2026, 02:37 PM IST | Updated: Oct 05, 2026, 02:39 PM IST
Image Credit: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତାକାଲି(ମଙ୍ଗଳବାର) ଓଡ଼ିଶା ଗସ୍ତରେ ଆସୁଛନ୍ତି। ସୂଚନା ଅନୁଯାୟୀ, ସେ ଆସନ୍ତାକାଲି କୋରାପୁଟ୍ ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ସେ ସୁନାବେଡା ସ୍ଥିତ ହିନ୍ଦୁସ୍ତାନ୍ ଏରୋନଟିକ୍ସ ଲିମିଟେଡ୍(HAL)ର ପ୍ରତିରକ୍ଷା ଉତ୍ପାଦନ କେନ୍ଦ୍ର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।
Join

Defence Minister Rajnath Singh: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତାକାଲି(ମଙ୍ଗଳବାର) ଓଡ଼ିଶା ଗସ୍ତରେ ଆସୁଛନ୍ତି। ସୂଚନା ଅନୁଯାୟୀ, ସେ ଆସନ୍ତାକାଲି  କୋରାପୁଟ୍ ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।  ଏହି ଗସ୍ତରେ ସେ ସୁନାବେଡା ସ୍ଥିତ ହିନ୍ଦୁସ୍ତାନ୍ ଏରୋନଟିକ୍ସ  ଲିମିଟେଡ୍(HAL)ର ପ୍ରତିରକ୍ଷା ଉତ୍ପାଦନ କେନ୍ଦ୍ର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ମିଳିଥିବା ସୂଚନା ଅନୁସାରେ, ସେ  ହାଲ୍ କେନ୍ଦ୍ରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହି ଅବସରରେ ସେ ପ୍ରତିରକ୍ଷା ସମ୍ବନ୍ଧୀୟ ବିଭିନ୍ନ କାର୍ଯ୍ୟକଳାପ୍ ର ସମୀକ୍ଷା କରିବା ସହ ହାଲ୍ ର ବିରିଷ୍ଠ ଅଧିକାରୀ  ଓ ପ୍ରତିରକ୍ଷା କ୍ଷେତ୍ର ସହ ଜଡି଼ତ ଅଧିକାରୀଙ୍କ ସହ ଆଲୋଚନା କରିବେ। ତେବେ, ପ୍ରତିରକ୍ଷା ମନ୍ତ୍ରୀଙ୍କ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ରହିବେ। ଗସ୍ତ ପରେ ସେ ରାୟପୁର୍ ଦେଇ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

 

 

Add Zee News as a Preferred Source
TAGS:

About the Author

ସାମ୍ୱାଦିକତା କ୍ଷେତ୍ରରେ ଦୀର୍ଘ ୧୨ ବର୍ଷର ଅଭିଜ୍ଞତା ରହିଛି । ସମ୍ୱାଦ, ନକ୍ଷତ୍ର ନ୍ୟୁଜ୍, ଇଟିଭି ପରେ ଜୀ ଡିଜିଟାଲରେ କାର୍ଯ୍ୟରତ । ମନୋରଞ୍ଜନଠୁ ଆରମ୍ଭ କରି ପାଣିପାଗ ଏବଂ ଜାତୀୟ ଓ ଅନ୍ତର୍ଜାତୀୟ ଖବର ଲେଖିବାରେ ରୁଚି ରହିଛି ।
Read More

ZEENEWS TRENDING STORIES