• हिन्दीEnglishमराठीবাংলাதமிழ்മലയാളംગુજરાતીతెలుగుಕನ್ನಡଓଡ଼ିଶାZ BharatPHHBusinessWION
  • facebookyoutubetwitterwhatsapp
Zee News Odia
  • ଖବର
  • ଭିଡିଓ
  • ଫୋଟୋ
  • ଲାଇଭ୍ ବ୍ଲଗ୍
  • ସହର

Add Zee Business As A Preferred Source
App
  • ଲାଇଭ୍ ଟିଭି
  • ଓଡ଼ିଶା
  • ଜାତୀୟ
  • ଆନ୍ତର୍ଜାତୀୟ
  • ମନୋରଞ୍ଜନ
  • କ୍ରୀଡ଼ା
  • ଧର୍ମ
  • ଚାକିରି
  • ଜି ନ୍ୟୁଜ୍ ଓଡ଼ିଶା
  • /ଓଡ଼ିଶା
  • /DA Hike: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ବଢିଲା ମହଙ୍ଗା ଭତ୍ତା

DA Hike: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ବଢିଲା ମହଙ୍ଗା ଭତ୍ତା

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି ହୋଇଛି । ସମୁଦାୟ ମହଙ୍ଗା ଭତ୍ତା ୬୦ ରୁ ୬୩ ପ୍ରତିଶତକୁ ବୃଦ୍ଧି ପାଇଛି । ପିଛିଲା ଭାବେ ୨୦୨୬ ଜୁଲାଇ’ରୁ ଲାଗୁ ହେବ । ପେନସନ୍‌ଭୋଗୀଙ୍କ ଟି. ଆଇରେ ମଧ୍ୟ ବୃଦ୍ଧି ହୋଇଛି ।

Written BySoubhagya Ranjan MishraEdited BySoubhagya Ranjan Mishra
Published: Nov 17, 2026, 13:18 IST|Updated: Nov 17, 2026, 13:26 IST
joinshare
DA Hike: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ବଢିଲା ମହଙ୍ଗା ଭତ୍ତା
Image Credit: ZEE Odisha News

About the Author

Soubhagya Ranjan Mishra

Soubhagya Ranjan Mishra

Soubhagya Ranjan Mishra is a senior and well-known journalist. He has served in senior positions at prominent media houses like Zee Media and Network18. Throughout his career, he has achieved versatile success ranging from TV promos and programming to digital journalism. Additionally, he has also worked extensively as a freelancer. For over two years, he contributed as an AI Content Reviewer at IIT Patna. He brings more than 11 years of rich experience working exclusively in national media. After completing his Postgraduate degree in journalism from SSOMAC, he has continuously advanced his career in the media industry. In the early stages of his career, he developed a keen interest in entertainment journalism, fostering excellent professional relationships with numerous artists in the Odisha entertainment industry.
Read More

ଟ୍ରେଣ୍ଡିଂ

  • ଖବର
  • ଫୋଟୋ
  • ଭିଡିଓ
DA Hike: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ବଢିଲା ମହଙ୍ଗା ଭତ୍ତା

DA Hike: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ବଢିଲା ମହଙ୍ଗା ଭତ୍ତା

2

୬ ମାସ ମଧ୍ୟରେ ୧୬ ଜଣଙ୍କ ଘରୁ କଳା କନା ବୁଲାଇଥିଲେ, ଶେଷରେ ଧରାପଡିଲେ

3

MV 'ବିଶ୍ୱ ଉଦୟ' ନାମକ ଜାହାଜକୁ ଉଦ୍ଧାର କଲେ ଦୁଇଟି ଟଗ୍ ବୋଟ୍

4

ଶିକାର ମାମଲାରେ ଡେବ୍ରିଗଡ଼ ଅଭୟାରଣ୍ୟରୁ ଚାରି ଶିକାରୀ ଗିରଫ

5

Top 10 News: ଆଜି ସର୍ବଦଳୀୟ ବୈଠକ, ଦେବ୍ରିଗଡ଼ରେ ୪ ଶିକାରୀ ଗିରଫ ଓ ଅନ୍ୟ ଖବର

logo
  • contact us
  • privacy policy
  • legal
  • investor info
  • advertise with us
© 1998-2026 Indiadotcom Digital Private Limited, All Rights Reserved.

DA Hike: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଅତ୍ୟନ୍ତ ଖୁସି ଖବର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୬୦ ପ୍ରତିଶତରୁ ୬୩ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୬ରୁ ପିଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ନଭେମ୍ବର ମାସ ଦରମାରେ ନଗଦ ଆକାରରେ ମିଳିବ ।

ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ନଭେମ୍ବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ।  ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

Also Read- MV 'ବିଶ୍ୱ ଉଦୟ' ନାମକ ଜାହାଜକୁ ଉଦ୍ଧାର କଲେ ଦୁଇଟି ଟଗ୍ ବୋଟ୍

Also Read- ଶିକାର ମାମଲାରେ ଡେବ୍ରିଗଡ଼ ଅଭୟାରଣ୍ୟରୁ ଚାରି ଶିକାରୀ ଗିରଫ

Add Zee News as a Preferred Source
TAGS:
Odia News