• हिन्दीEnglishमराठीবাংলাதமிழ்മലയാളംગુજરાતીతెలుగుಕನ್ನಡଓଡ଼ିଶାZ BharatPHHBusinessWION
  • facebookyoutubetwitterwhatsapp
Zee News Odia
  • ଖବର
  • ଭିଡିଓ
  • ଫୋଟୋ
  • ଲାଇଭ୍ ବ୍ଲଗ୍
  • ସହର

Add Zee Business As A Preferred Source
App
  • ଲାଇଭ୍ ଟିଭି
  • ଓଡ଼ିଶା
  • ଜାତୀୟ
  • ଆନ୍ତର୍ଜାତୀୟ
  • ମନୋରଞ୍ଜନ
  • କ୍ରୀଡ଼ା
  • ଧର୍ମ
  • ଚାକିରି
  • ଜି ନ୍ୟୁଜ୍ ଓଡ଼ିଶା
  • /ଓଡ଼ିଶା
  • /Odisha News: ଗଞ୍ଜାମର ସମସ୍ତ ସରକାରୀ କର୍ମଚାରୀଙ୍କ ଆଜିଠୁ ୨ ଦିନ ଛୁଟି ବାତିଲ୍

Odisha News: ଗଞ୍ଜାମର ସମସ୍ତ ସରକାରୀ କର୍ମଚାରୀଙ୍କ ଆଜିଠୁ ୨ ଦିନ ଛୁଟି ବାତିଲ୍

Odisha News: ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖବର। ଗଂଜାମ ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଆଜି ଓ ଆସନ୍ତାକାଲି ଛୁଟି ବାତିଲ୍ ହୋଇଛି।

Written ByNarmada BeheraEdited ByNarmada Behera
Published: Nov 14, 2026, 08:44 AM IST|Updated: Nov 14, 2026, 08:46 AM IST
joinshare
Odisha News: ଗଞ୍ଜାମର ସମସ୍ତ ସରକାରୀ କର୍ମଚାରୀଙ୍କ ଆଜିଠୁ ୨ ଦିନ ଛୁଟି ବାତିଲ୍
Image Credit: Representative - Social Media

About the Author

    Narmada Behera

    Narmada Behera

    ସାମ୍ୱାଦିକତା କ୍ଷେତ୍ରରେ ଦୀର୍ଘ ୧୨ ବର୍ଷର ଅଭିଜ୍ଞତା ରହିଛି । ସମ୍ୱାଦ, ନକ୍ଷତ୍ର ନ୍ୟୁଜ୍, ଇଟିଭି ପରେ ଜୀ ଡିଜିଟାଲରେ କାର୍ଯ୍ୟରତ । ମନୋରଞ୍ଜନଠୁ ଆରମ୍ଭ କରି ପାଣିପାଗ ଏବଂ ଜାତୀୟ ଓ ଅନ୍ତର୍ଜାତୀୟ ଖବର ଲେଖିବାରେ ରୁଚି ରହିଛି ।
    Read More

    ଟ୍ରେଣ୍ଡିଂ

    • ଖବର
    • ଫୋଟୋ
    • ଭିଡିଓ
    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    2

    Top 10 News: ଚୁଟକିରେ ପଢ଼ନ୍ତୁ ଆଜି ଦିନ ତମାମର ୧୦ଟି ଗୁରୁତ୍ୱପୂର୍ଣ୍ଣ ଖବର..

    3

    ଓଡ଼ିଶାକୁ ଆଉ ୧ ଲକ୍ଷ ପିଏମ୍ ଆବାସ, ମୋଟ ମଞ୍ଜୁରୀ ୫ ଲକ୍ଷ; ବଲାଙ୍ଗୀରରୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    4

    Jubilant Ingrevia: ଜୁବିଲାଣ୍ଟ କାରଖାନା ବିରୋଧରେ ସ୍ୱର ଉଠାଇବାରୁ ଧମକ! ZEE MEDIA ରିପୋର୍ଟ ପରେ ହଇଚଇ

    5

    ଓଡ଼ିଶା ହାଇକୋର୍ଟରେ ବିଚାରପତି ସଙ୍କଟ! ୩୩ ପଦରୁ ୨୦ ଖାଲି, କେନ୍ଦ୍ରକୁ ଚିଠି ଲେଖିଲେ ସସ୍ମିତ

    logo
    • contact us
    • privacy policy
    • legal
    • investor info
    • advertise with us
    © 1998-2026 Indiadotcom Digital Private Limited, All Rights Reserved.

    Odisha News: ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖବର। ଗଂଜାମ ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ  ଆଜି ଓ ଆସନ୍ତାକାଲି ଛୁଟି ବାତିଲ୍ ହୋଇଛି। ଅର୍ଥାତ୍ ଶନିବାର ଓ ରବିବାର ଦିନ ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ। ଏବଂ ସମସ୍ତ କର୍ମଚାରୀ ଅଫିସ୍ ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି।  ଏହି ୨ ଦିନ ଛୁଟି ବାତିଲ୍ କରିଛନ୍ତି ଜିଲ୍ଲାପାଳ।  ବାତ୍ୟା ଅର୍ଣ୍ଣବ ରେ ହୋଇଥିବା କ୍ଷୟକ୍ଷତି ର ପୁନଃରୁଦ୍ଧାର ପାଇଁ ଜିଲ୍ଲା ପ୍ରଶାସନ ଏହି ନିସ୍ପତ୍ତି ନେଇଛି।

    ALSO READ: Cyclone: ୧୫ରେ ଅବପାତ! ୧୬ ସନ୍ଧ୍ୟାରେ ନେବ ବାତ୍ୟାର ରୂପ

    Add Zee News as a Preferred Source
    TAGS:
    Odia News