• हिन्दीEnglishमराठीবাংলাதமிழ்മലയാളംગુજરાતીతెలుగుಕನ್ನಡଓଡ଼ିଶାZ BharatPHHBusinessWION
  • facebookyoutubetwitterwhatsapp
Zee News Odia
  • ଖବର
  • ଭିଡିଓ
  • ଫୋଟୋ
  • ଲାଇଭ୍ ବ୍ଲଗ୍
  • ସହର

Add Zee Business As A Preferred Source
App
  • ଲାଇଭ୍ ଟିଭି
  • ଓଡ଼ିଶା
  • ଜାତୀୟ
  • ଆନ୍ତର୍ଜାତୀୟ
  • ମନୋରଞ୍ଜନ
  • କ୍ରୀଡ଼ା
  • ଧର୍ମ
  • ଚାକିରି
  • ଜି ନ୍ୟୁଜ୍ ଓଡ଼ିଶା
  • /ଓଡ଼ିଶା
  • /PM Awas Yojana: ଖୁସି ଖବର! ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଆଜି ୨.୯୧ ଲକ୍ଷ ପକ୍କା ଘର ପାଇବେ ହିତାଧିକାରୀ

PM Awas Yojana: ଖୁସି ଖବର! ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଆଜି ୨.୯୧ ଲକ୍ଷ ପକ୍କା ଘର ପାଇବେ ହିତାଧିକାରୀ

PM Awas Yojana: କେନ୍ଦ୍ର ପଞ୍ଚାୟତରାଜ ମନ୍ତ୍ରୀ ଶିବରାଜ ସିଂ ଚୌହାନ୍ ଭୁବନେଶ୍ବରରେ ପହଞ୍ଚିଛନ୍ତି। ଆଜି ବଲାଙ୍ଗୀରରେ ଆୟୋଜିତ ହେବାକୁ ଥିବା ସମାରୋହରେ ସେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ସେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧିନରେ ଘର ବଣ୍ଟନ କରିବେ।

Written ByNarmada BeheraEdited ByNarmada Behera
Published: Nov 14, 2026, 09:18 AM IST|Updated: Nov 14, 2026, 09:21 AM IST
joinshare
PM Awas Yojana: ଖୁସି ଖବର! ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଆଜି ୨.୯୧ ଲକ୍ଷ ପକ୍କା ଘର ପାଇବେ ହିତାଧିକାରୀ
Image Credit: Representative - Social Media

About the Author

    Narmada Behera

    Narmada Behera

    ସାମ୍ୱାଦିକତା କ୍ଷେତ୍ରରେ ଦୀର୍ଘ ୧୨ ବର୍ଷର ଅଭିଜ୍ଞତା ରହିଛି । ସମ୍ୱାଦ, ନକ୍ଷତ୍ର ନ୍ୟୁଜ୍, ଇଟିଭି ପରେ ଜୀ ଡିଜିଟାଲରେ କାର୍ଯ୍ୟରତ । ମନୋରଞ୍ଜନଠୁ ଆରମ୍ଭ କରି ପାଣିପାଗ ଏବଂ ଜାତୀୟ ଓ ଅନ୍ତର୍ଜାତୀୟ ଖବର ଲେଖିବାରେ ରୁଚି ରହିଛି ।
    Read More

    ଟ୍ରେଣ୍ଡିଂ

    • ଖବର
    • ଫୋଟୋ
    • ଭିଡିଓ
    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    2

    Top 10 News: ଚୁଟକିରେ ପଢ଼ନ୍ତୁ ଆଜି ଦିନ ତମାମର ୧୦ଟି ଗୁରୁତ୍ୱପୂର୍ଣ୍ଣ ଖବର..

    3

    ଓଡ଼ିଶାକୁ ଆଉ ୧ ଲକ୍ଷ ପିଏମ୍ ଆବାସ, ମୋଟ ମଞ୍ଜୁରୀ ୫ ଲକ୍ଷ; ବଲାଙ୍ଗୀରରୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    4

    Jubilant Ingrevia: ଜୁବିଲାଣ୍ଟ କାରଖାନା ବିରୋଧରେ ସ୍ୱର ଉଠାଇବାରୁ ଧମକ! ZEE MEDIA ରିପୋର୍ଟ ପରେ ହଇଚଇ

    5

    ଓଡ଼ିଶା ହାଇକୋର୍ଟରେ ବିଚାରପତି ସଙ୍କଟ! ୩୩ ପଦରୁ ୨୦ ଖାଲି, କେନ୍ଦ୍ରକୁ ଚିଠି ଲେଖିଲେ ସସ୍ମିତ

    logo
    • contact us
    • privacy policy
    • legal
    • investor info
    • advertise with us
    © 1998-2026 Indiadotcom Digital Private Limited, All Rights Reserved.

    PM Awas Yojana: କେନ୍ଦ୍ର ପଞ୍ଚାୟତରାଜ ମନ୍ତ୍ରୀ ଶିବରାଜ ସିଂ ଚୌହାନ୍ ଭୁବନେଶ୍ବରରେ ପହଞ୍ଚିଛନ୍ତି। ଆଜି ବଲାଙ୍ଗୀରରେ ଆୟୋଜିତ ହେବାକୁ ଥିବା ସମାରୋହରେ ସେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ସେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧିନରେ  ଘର ବଣ୍ଟନ କରିବେ। 

    ଏହି ସମାରୋହରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଦନ ସିଂଦେଓ , ରାଜ୍ୟ ପଞ୍ଚାୟତ  ଓ ଗ୍ରାମ୍ୟ ଉନ୍ନୟନ  ତଥା ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବି ନାରାୟଣ ନାୟର ,ସଂସଦୀ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗା ଉପସ୍ଥିତ ରହିବ।  ଏହି ଅବସରରେ ରାଜ୍ୟରେ ହିତାଧିକାରୀଙ୍କୁ  ଅତିରିକ୍ତ ୨ ଲକ୍ଷ ୯୧ ହଜାର ୬୬୬ ଘର ବଣ୍ଟନ କରାଯିବ। 

    ALSO READ: Odisha News: ଗଞ୍ଜାମର ସମସ୍ତ ସରକାରୀ କର୍ମଚାରୀଙ୍କ ଆଜିଠୁ ୨ ଦିନ ଛୁଟି ବାତିଲ୍

    ପୂର୍ବରୁ ଆବାସ ଯୋଜନାରେ ୪ଲକ୍ଷ ଓ ଅନ୍ତୋଦୟ ଯୋଜନାରେ ୫ ଲକ୍ଷ ଘର ମିଳି ସାରିଛି। ଆଉ ଏବେ ଅଧିକ ଘର ହିତାଧିକାରୀଙ୍କୁ ମିଳିବ । ଯାହା ଦ୍ବାରା ରାଜ୍ୟରେ ଲକ୍ଷ ଲକ୍ଷ ଗରିବ ଲୋକଙ୍କ ପକ୍କା ଘର ପାଇବାର ସ୍ବପ୍ନ ପୂରଣ ହେବ। ଏହି କାର୍ଯ୍ୟକ୍ରମ ପାଇଁ ରାଜ୍ୟର ପ୍ରତିଟି ସ୍ତରରେ ଏକା ସମୟରେ ଚାଲିବ। କେନ୍ଦ୍ର ମନ୍ତ୍ରୀଙ୍କ ଗସ୍ତ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।  

     

    Add Zee News as a Preferred Source
    TAGS:
    Odia News