• हिन्दीEnglishमराठीবাংলাதமிழ்മലയാളംગુજરાતીతెలుగుಕನ್ನಡଓଡ଼ିଶାZ BharatPHHBusinessWION
  • facebookyoutubetwitterwhatsapp
Zee News Odia
  • ଖବର
  • ଭିଡିଓ
  • ଫୋଟୋ
  • ଲାଇଭ୍ ବ୍ଲଗ୍
  • ସହର

Add Zee Business As A Preferred Source
App
  • ଲାଇଭ୍ ଟିଭି
  • ଓଡ଼ିଶା
  • ଜାତୀୟ
  • ଆନ୍ତର୍ଜାତୀୟ
  • ମନୋରଞ୍ଜନ
  • କ୍ରୀଡ଼ା
  • ଧର୍ମ
  • ଚାକିରି
  • ଜି ନ୍ୟୁଜ୍ ଓଡ଼ିଶା
  • /ଓଡ଼ିଶା
  • /RSS Chief Mohan Bhagwat: ଆସନ୍ତାକାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ

RSS Chief Mohan Bhagwat: ଆସନ୍ତାକାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ

ଆସନ୍ତାକାଲିଠୁ ଓଡ଼ିଶାଗସ୍ତରେ ଆସୁଛନ୍ତି ଆରଏସଏସ ମୁଖ୍ୟ ମୋହନ ଭାଗବତ। ସେ ଆସନ୍ତାକାଲି ସମ୍ବଲପୁରରେ ଅପରାହ୍ନ ୪ଟାରେ ପହଞ୍ଚିବେ। ସ୍ୱୟଂସେବକଙ୍କ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Written ByNarmada BeheraEdited ByNarmada Behera
Published: Oct 09, 2026, 11:02 PM IST|Updated: Oct 09, 2026, 11:16 PM IST
joinshare
RSS Chief Mohan Bhagwat: ଆସନ୍ତାକାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ
Image Credit: ଆସନ୍ତାକାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ

About the Author

    Narmada Behera

    Narmada Behera

    ସାମ୍ୱାଦିକତା କ୍ଷେତ୍ରରେ ଦୀର୍ଘ ୧୨ ବର୍ଷର ଅଭିଜ୍ଞତା ରହିଛି । ସମ୍ୱାଦ, ନକ୍ଷତ୍ର ନ୍ୟୁଜ୍, ଇଟିଭି ପରେ ଜୀ ଡିଜିଟାଲରେ କାର୍ଯ୍ୟରତ । ମନୋରଞ୍ଜନଠୁ ଆରମ୍ଭ କରି ପାଣିପାଗ ଏବଂ ଜାତୀୟ ଓ ଅନ୍ତର୍ଜାତୀୟ ଖବର ଲେଖିବାରେ ରୁଚି ରହିଛି ।
    Read More

    ଟ୍ରେଣ୍ଡିଂ

    • ଖବର
    • ଫୋଟୋ
    • ଭିଡିଓ
    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    2

    Top 10 News: ଚୁଟକିରେ ପଢ଼ନ୍ତୁ ଆଜି ଦିନ ତମାମର ୧୦ଟି ଗୁରୁତ୍ୱପୂର୍ଣ୍ଣ ଖବର..

    3

    ଓଡ଼ିଶାକୁ ଆଉ ୧ ଲକ୍ଷ ପିଏମ୍ ଆବାସ, ମୋଟ ମଞ୍ଜୁରୀ ୫ ଲକ୍ଷ; ବଲାଙ୍ଗୀରରୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    4

    Jubilant Ingrevia: ଜୁବିଲାଣ୍ଟ କାରଖାନା ବିରୋଧରେ ସ୍ୱର ଉଠାଇବାରୁ ଧମକ! ZEE MEDIA ରିପୋର୍ଟ ପରେ ହଇଚଇ

    5

    ଓଡ଼ିଶା ହାଇକୋର୍ଟରେ ବିଚାରପତି ସଙ୍କଟ! ୩୩ ପଦରୁ ୨୦ ଖାଲି, କେନ୍ଦ୍ରକୁ ଚିଠି ଲେଖିଲେ ସସ୍ମିତ

    logo
    • contact us
    • privacy policy
    • legal
    • investor info
    • advertise with us
    © 1998-2026 Indiadotcom Digital Private Limited, All Rights Reserved.

    RSS Chief Mohan Bhagwat: ଆସନ୍ତାକାଲିଠୁ ଓଡ଼ିଶାଗସ୍ତରେ ଆସୁଛନ୍ତି ଆରଏସଏସ ମୁଖ୍ୟ ମୋହନ ଭାଗବତ। ସେ ଆସନ୍ତାକାଲି ସମ୍ବଲପୁରରେ ଅପରାହ୍ନ ୪ଟାରେ ପହଞ୍ଚିବେ। ସ୍ୱୟଂସେବକଙ୍କ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ କାଲି ସନ୍ଧ୍ୟା ୭ଟାରୁ ୮ଟା ପର୍ଯ୍ୟନ୍ତ ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଅଡିଟୋରିୟମରେ ଆୟୋଜିତ ହେବାକୁ ଥିବା ସ୍ୱୟଂସେବକଙ୍କ ‘ଆହ୍ୱାନଗଣ’ କାର୍ଯ୍ୟକ୍ରମରେ ମୋହନ ଭାଗବତ ଉପସ୍ଥିତ ରହିବେ । କାର୍ଯ୍ୟକ୍ରମ ଜରିଆରେ ସେ ସ୍ୱୟଂସେବକଙ୍କୁ ମାର୍ଗଦର୍ଶନ କରିବେ। ଏନେଇ ସୂଚନା ଦେଇଛନ୍ତି ଆରଏସଏସ୍ (RSS)ର ଓଡ଼ିଶା ପୂର୍ବ ପ୍ରାନ୍ତ ପ୍ରଚାର ପ୍ରମୁଖ ସୁମନ୍ତ କୁମାର ପଣ୍ଡା।

    ଗସ୍ତର ଦ୍ବିତୀୟ ଦିନରେ ଆରଏସଏସ ମୁଖ୍ୟ ମୋହନ ଭାଗବତ ସଂଘର ଏକ ସାଂଗଠନିକ ବୈଠକ ରେ ଯୋଗ ଦେବେ। ଏଥିରେ ବିଶେଷକରି, ପୂର୍ବ ଓ ପଶ୍ଚିମ ପ୍ରାନ୍ତର କର୍ତ୍ତକର୍ତ୍ତାମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ସେମାନଙ୍କୁ ଗୁରୁ ପରାମର୍ଶ ଦେବେ।  ଦୁଇଦିନିଆ କାର୍ଯ୍ୟକ୍ରମ ଶେଷ କରି ଆସନ୍ତା ରବିବାର ଅପରାହ୍ନ ପରେ ଓଡ଼ିଶାରୁ ଫେରିଯିବେ ମୋହନ ଭାଗବତ।    

     

    Add Zee News as a Preferred Source
    TAGS:
    Odia News