• हिन्दीEnglishमराठीবাংলাதமிழ்മലയാളംગુજરાતીతెలుగుಕನ್ನಡଓଡ଼ିଶାZ BharatPHHBusinessWION
  • facebookyoutubetwitterwhatsapp
Zee News Odia
  • ଖବର
  • ଭିଡିଓ
  • ଫୋଟୋ
  • ଲାଇଭ୍ ବ୍ଲଗ୍
  • ସହର

Add Zee Business As A Preferred Source
App
  • ଲାଇଭ୍ ଟିଭି
  • ଓଡ଼ିଶା
  • ଜାତୀୟ
  • ଆନ୍ତର୍ଜାତୀୟ
  • ମନୋରଞ୍ଜନ
  • କ୍ରୀଡ଼ା
  • ଧର୍ମ
  • ଚାକିରି
  • ଜି ନ୍ୟୁଜ୍ ଓଡ଼ିଶା
  • /ଓଡ଼ିଶା
  • /Cyclone Update: ବାତ୍ୟା ଲ୍ୟାଣ୍ଡଫଲ୍‌ ବେଳେ ପବନ ବେଗ କେତେ ରହିବ? IMD ଡିଜି କହିଲେ...

Cyclone Update: ବାତ୍ୟା ଲ୍ୟାଣ୍ଡଫଲ୍‌ ବେଳେ ପବନ ବେଗ କେତେ ରହିବ? IMD ଡିଜି କହିଲେ...

ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ୬୦ରୁ ୭୦ କିମି ପବନ ବହିବାର ସମ୍ଭାବନା ରହିଛି ବୋଲି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ନର୍ଦ୍ଦେଶିକା ମନୋରମା ମହାନ୍ତି । ଦକ୍ଷିଣ ଓଡ଼ିଶାରେ ଝଟ୍‌କା ପବନର ବେଗ ୮୦ କିମି ପର୍ଯ୍ୟନ୍ତ ରହିବ ।

Written BySoubhagya Ranjan MishraEdited BySoubhagya Ranjan Mishra
Published: Oct 26, 2026, 03:13 PM IST|Updated: Oct 26, 2026, 03:31 PM IST
joinshare
Cyclone Update: ବାତ୍ୟା ଲ୍ୟାଣ୍ଡଫଲ୍‌ ବେଳେ ପବନ ବେଗ କେତେ ରହିବ? IMD ଡିଜି କହିଲେ...
Image Credit: Cyclone News

About the Author

Soubhagya Ranjan Mishra

Soubhagya Ranjan Mishra

Soubhagya Ranjan Mishra is a senior and well-known journalist. He has served in senior positions at prominent media houses like Zee Media and Network18. Throughout his career, he has achieved versatile success ranging from TV promos and programming to digital journalism. Additionally, he has also worked extensively as a freelancer. For over two years, he contributed as an AI Content Reviewer at IIT Patna. He brings more than 11 years of rich experience working exclusively in national media. After completing his Postgraduate degree in journalism from SSOMAC, he has continuously advanced his career in the media industry. In the early stages of his career, he developed a keen interest in entertainment journalism, fostering excellent professional relationships with numerous artists in the Odisha entertainment industry.
Read More

ଟ୍ରେଣ୍ଡିଂ

  • ଖବର
  • ଫୋଟୋ
  • ଭିଡିଓ
ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

2

Top 10 News: ଚୁଟକିରେ ପଢ଼ନ୍ତୁ ଆଜି ଦିନ ତମାମର ୧୦ଟି ଗୁରୁତ୍ୱପୂର୍ଣ୍ଣ ଖବର..

3

ଓଡ଼ିଶାକୁ ଆଉ ୧ ଲକ୍ଷ ପିଏମ୍ ଆବାସ, ମୋଟ ମଞ୍ଜୁରୀ ୫ ଲକ୍ଷ; ବଲାଙ୍ଗୀରରୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

4

Jubilant Ingrevia: ଜୁବିଲାଣ୍ଟ କାରଖାନା ବିରୋଧରେ ସ୍ୱର ଉଠାଇବାରୁ ଧମକ! ZEE MEDIA ରିପୋର୍ଟ ପରେ ହଇଚଇ

5

ଓଡ଼ିଶା ହାଇକୋର୍ଟରେ ବିଚାରପତି ସଙ୍କଟ! ୩୩ ପଦରୁ ୨୦ ଖାଲି, କେନ୍ଦ୍ରକୁ ଚିଠି ଲେଖିଲେ ସସ୍ମିତ

logo
  • contact us
  • privacy policy
  • legal
  • investor info
  • advertise with us
© 1998-2026 Indiadotcom Digital Private Limited, All Rights Reserved.

Cyclone Update: ଧିରେ ଧିରେ ସମୁଦ୍ର ମଧ୍ୟରୁ ଉପକୂଳ ମୁହାଁ ହେବାରେ ଲାଗିଛି ବାତ୍ୟା । ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ୬୦ରୁ ୮୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଦକ୍ଷିଣ ଓଡ଼ିଶାରେ ଝଟ୍‌କା ପବନର ବେଗ ୯୦ କିମି ପର୍ଯ୍ୟନ୍ତ ରହିପାରେ । ୨୮ ପୂର୍ବାହ୍ନରେ ବାପଟଲା-ବିଶାଖାପାଟଣା ମଧ୍ୟରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଛି । ୟାନମ ଓ କାକିନାଡ଼ା ପାର୍ଶ୍ବ ଦେଇ ସ୍ଥଳଭାଗ ଅତିକ୍ରମ କରିବ ବୋଲି ଆକଳନ କରାଯାଇଛି । ଲ୍ୟାଣ୍ଡଫଲ୍‌ ସମୟରେ ପବନର ବେଗ ୧୧୫ରୁ ୧୨୫ କିମି ମଧ୍ୟରେ ରହିବ । ଝଟ୍‌କା ପବନର ବେଗ ୧୪୦ କିମି ପର୍ଯ୍ୟନ୍ତ ଯାଇପାରେ । ୨୭ ତାରିଖ ସନ୍ଧ୍ୟା କିମ୍ବା ରାତିରୁ ଓଡ଼ିଶାରେ ବର୍ଷା ହେବ । ୨୮ ତାରିଖରେ ଅତି ପ୍ରବଳ ଓ କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୯ ବେଳକୁ ଗଭୀର ଅବପାତ ହୋଇ ଛତିଶଗଡ଼ ଆଡ଼େ ଯିବ ଏବଂ ୩୦ ତାରିଖ ସକାଳ ବେଳକୁ ପ୍ରଭାବ କମି ଯାଇଥିବ ।

Fishermen Warning #fishermen #warning https://t.co/hrr7y8lhbt

— Meteorological Centre, Bhubaneswar (@mcbbsr) October 26, 2026

 

ପାଣିପାଗର ବର୍ତ୍ତମାନ ସ୍ଥିତି #Odisha #lowpressure https://t.co/xGz6gWi1k9

— Meteorological Centre, Bhubaneswar (@mcbbsr) October 26, 2026

 ଅନ୍ୟପଟେ, ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ୬୦ରୁ ୭୦ କିମି ପବନ ବହିବାର ସମ୍ଭାବନା ରହିଛି ବୋଲି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ନର୍ଦ୍ଦେଶିକା ମନୋରମା ମହାନ୍ତି । ଦକ୍ଷିଣ ଓଡ଼ିଶାରେ ଝଟ୍‌କା ପବନର ବେଗ ୮୦ କିମି ପର୍ଯ୍ୟନ୍ତ ରହିବ । ଅକ୍ଟୋବର ୨୮ ପୂର୍ବାହ୍ନରେ ବାପଟଲା-ବିଶାଖାପାଟଣା ମଧ୍ୟରେ ଲ୍ୟାଣ୍ଡଫଲ କରିବ । ଲ୍ୟାଣ୍ଡଫଲ୍‌ ବେଳେ ପବନର ବେଗ ୧୧୫ରୁ ୧୨୫ କିମି ରହିବ । ଝଟ୍‌କା ପବନର ବେଗ ୧୪୦ କିମି ପର୍ଯ୍ୟନ୍ତ ଯାଇପାରେ । ୨୭ ତାରିଖ ସନ୍ଧ୍ୟା କିମ୍ବା ରାତିରୁ ଓଡ଼ିଶାରେ ବର୍ଷା ହେବ । ୨୮ ତାରିଖରେ ଅତି ପ୍ରବଳ ଓ କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ । କିଛି ସ୍ଥାନରେ ଭୂସ୍ଖଳନ ଆଶଙ୍କା ରହିଛି ଏବଂ ଚାଷୀମାନଙ୍କର ଫସଲ ହାନି ମଧ୍ୟ ହୋଇପାରେ ।

Warning for Odisha. Day-1, Day-5 & Day-6: No Warning. Day-7: Heavy Rainfall. Day-3: Isolated Extremely Heavy Rainfall,Thunderstorm with Lightning and Gusty Wind. Day-2 & Day-4: Isolated Very Heavy Rainfall,Thunderstorm with Lightning and Gusty Wind. #odisha #weather #warning https://t.co/VfdYpzv0NP

— Meteorological Centre, Bhubaneswar (@mcbbsr) October 26, 2026

 

 

Add Zee News as a Preferred Source
TAGS:
Odia News
Weather Update
Cyclone Update