• हिन्दीEnglishमराठीবাংলাதமிழ்മലയാളംગુજરાતીతెలుగుಕನ್ನಡଓଡ଼ିଶାZ BharatPHHBusinessWION
  • facebookyoutubetwitterwhatsapp
Zee News Odia
  • ଖବର
  • ଭିଡିଓ
  • ଫୋଟୋ
  • ଲାଇଭ୍ ବ୍ଲଗ୍
  • ସହର

Add Zee Business As A Preferred Source
App
  • ଲାଇଭ୍ ଟିଭି
  • ଓଡ଼ିଶା
  • ଜାତୀୟ
  • ଆନ୍ତର୍ଜାତୀୟ
  • ମନୋରଞ୍ଜନ
  • କ୍ରୀଡ଼ା
  • ଧର୍ମ
  • ଚାକିରି
  • ଜି ନ୍ୟୁଜ୍ ଓଡ଼ିଶା
  • /ଭୁବନେଶ୍ୱର
  • /Odisha Assembly: ସମୟ ପୂର୍ବରୁ ସରିଲା ମୌସୁମୀ ଅଧିବେଶନ,ଅନିର୍ଦ୍ଦିଷ୍ଟ କାଳ ପାଇଁ...

Odisha Assembly: ସମୟ ପୂର୍ବରୁ ସରିଲା ମୌସୁମୀ ଅଧିବେଶନ,ଅନିର୍ଦ୍ଦିଷ୍ଟ କାଳ ପାଇଁ...

Odisha Assembly: MMDR ପ୍ରସଙ୍ଗକୁ ନେଇ ବାରମ୍ବାର ଗୃହ ମୁଲତବୀ। ଅଚଳାବସ୍ଥା ଭିତରେ ଆଜି ଶେଷ ହୋଇଛି ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ। ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି।

Written ByNarmada BeheraEdited ByNarmada Behera
Published: Sep 28, 2026, 08:57 PM IST|Updated: Sep 28, 2026, 09:01 PM IST
joinshare
Odisha Assembly: ସମୟ ପୂର୍ବରୁ ସରିଲା ମୌସୁମୀ ଅଧିବେଶନ,ଅନିର୍ଦ୍ଦିଷ୍ଟ କାଳ ପାଇଁ...
Image Credit: MMDR ପ୍ରସଙ୍ଗକୁ ନେଇ ବାରମ୍ବାର ଗୃହ ମୁଲତବୀ। ଅଚଳାବସ୍ଥା ଭିତରେ ଆଜି ଶେଷ ହୋଇଛି ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ। ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି। ରାଜ୍ୟରେ ଏବେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସରକାରୀ ଦଳର ମୁଖ୍ୟ ସଚେତକ ପ୍ରସ୍ତାବ ଆଣିଥିଲେ। ବନ୍ୟା ପ୍ରଭାବିତ ଅଞ୍ଚଳର, ରିଲିଫ ଓ ଉଦ୍ଧାର କାର୍ଯ୍ୟକୁ ନେଇ ଗୃହରେ ଆଲୋଚନା ହେବାର ଆଶବ୍ୟକତା ଥିଲା।

About the Author

    Narmada Behera

    Narmada Behera

    ସାମ୍ୱାଦିକତା କ୍ଷେତ୍ରରେ ଦୀର୍ଘ ୧୨ ବର୍ଷର ଅଭିଜ୍ଞତା ରହିଛି । ସମ୍ୱାଦ, ନକ୍ଷତ୍ର ନ୍ୟୁଜ୍, ଇଟିଭି ପରେ ଜୀ ଡିଜିଟାଲରେ କାର୍ଯ୍ୟରତ । ମନୋରଞ୍ଜନଠୁ ଆରମ୍ଭ କରି ପାଣିପାଗ ଏବଂ ଜାତୀୟ ଓ ଅନ୍ତର୍ଜାତୀୟ ଖବର ଲେଖିବାରେ ରୁଚି ରହିଛି ।
    Read More

    ଟ୍ରେଣ୍ଡିଂ

    • ଖବର
    • ଫୋଟୋ
    • ଭିଡିଓ
    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    2

    Top 10 News: ଚୁଟକିରେ ପଢ଼ନ୍ତୁ ଆଜି ଦିନ ତମାମର ୧୦ଟି ଗୁରୁତ୍ୱପୂର୍ଣ୍ଣ ଖବର..

    3

    ଓଡ଼ିଶାକୁ ଆଉ ୧ ଲକ୍ଷ ପିଏମ୍ ଆବାସ, ମୋଟ ମଞ୍ଜୁରୀ ୫ ଲକ୍ଷ; ବଲାଙ୍ଗୀରରୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    4

    Jubilant Ingrevia: ଜୁବିଲାଣ୍ଟ କାରଖାନା ବିରୋଧରେ ସ୍ୱର ଉଠାଇବାରୁ ଧମକ! ZEE MEDIA ରିପୋର୍ଟ ପରେ ହଇଚଇ

    5

    ଓଡ଼ିଶା ହାଇକୋର୍ଟରେ ବିଚାରପତି ସଙ୍କଟ! ୩୩ ପଦରୁ ୨୦ ଖାଲି, କେନ୍ଦ୍ରକୁ ଚିଠି ଲେଖିଲେ ସସ୍ମିତ

    logo
    • contact us
    • privacy policy
    • legal
    • investor info
    • advertise with us
    © 1998-2026 Indiadotcom Digital Private Limited, All Rights Reserved.

    Odisha Assembly: MMDR ପ୍ରସଙ୍ଗକୁ ନେଇ ବାରମ୍ବାର ଗୃହ ମୁଲତବୀ। ଅଚଳାବସ୍ଥା ଭିତରେ ଆଜି ଶେଷ ହୋଇଛି ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ। ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି। ରାଜ୍ୟରେ ଏବେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି  ସରକାରୀ ଦଳର ମୁଖ୍ୟ ସଚେତକ ପ୍ରସ୍ତାବ ଆଣିଥିଲେ। ବନ୍ୟା ପ୍ରଭାବିତ ଅଞ୍ଚଳର, ରିଲିଫ ଓ ଉଦ୍ଧାର କାର୍ଯ୍ୟକୁ ନେଇ ଗୃହରେ ଆଲୋଚନା ହେବାର ଆଶବ୍ୟକତା ଥିଲା। ହେଲେ ଚଳିତ ମୌସୁମୀ ଅଧିବେଶନର କାର୍ଯ୍ୟକାରିତା କୁ ନେଇ ଚର୍ଚ୍ଚା ଜୋର୍ ଧରିଛି। ବିଧାନସଭାର ୫ଟି କାର୍ଯ୍ୟ ଦିବସରେ କେବଳ ୪ଟି ବିଲ୍‌ ହେଲା ପାରିତ ହୋଇଥିବା ବେଳେ ୯ଟି କାର୍ଯ୍ୟ ଦିବସ ମଧ୍ୟରୁ ମାତ୍ର ୫ ଦିନ ଚାଲିପାରିଛି ବିଧାନସଭା ଅଧିବେଶନ।

    ଗୃହ ଆରମ୍ଭର ପ୍ରଥମ ଦିନରୁ ହିଁ ଏମଏମଡିଆର ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ସରକାରଙ୍କୁ ଘେରିଥିଲେ। ବିରୋଧି ଦଳର ସଦସ୍ୟମାନେ ହାତରେ ପୋଷ୍ଟର ଓ ପ୍ଲାକାର୍ଡ ଧରି ଗୃହର ମଧ୍ୟଭାଗକୁ ଆସି ପ୍ରଶ୍ନକାଳ ଓ ଶୂନ୍ୟକାଳ ପ୍ରଭାବିତ କରିଥିଲେ।ଯାହା ଫଳରେ ଗୃହକାର୍ଯ୍ୟ ଆଶାନୁରୂପ ଭାବରେ ଚାଲିପାରିନଥିଲା।  ତେବେ, ଅଧିବେଶନ ଶେଷରେ, ମୁଖ୍ୟମନ୍ତ୍ରୀ ଧନ୍ୟବାଦ୍ ଜଣାଇଥିଲେ। ଜନ ବିଶ୍ବାସ ବିଲ୍ ପାରିତ ହେବା ସହ ସମସ୍ତ ଦଳର ସଦସ୍ୟ, ସରକାରୀ ଅଧିକାରୀ,ନିରାପତ୍ତା କାର୍ଯ୍ୟରେ ଥିବା ପୋଲିସ୍  , ବିଧାନସଭା ଅଧିକାରୀଙ୍କ ସହ ଗଣମାଧ୍ୟମଙ୍କୁ ଧନ୍ୟବାଦ୍ ଜଣାଇଛନ୍ତି। 
     

    Add Zee News as a Preferred Source
    TAGS:
    Odia News