• हिन्दीEnglishमराठीবাংলাதமிழ்മലയാളംગુજરાતીతెలుగుಕನ್ನಡଓଡ଼ିଶାZ BharatPHHBusinessWION
  • facebookyoutubetwitterwhatsapp
Zee News Odia
  • ଖବର
  • ଭିଡିଓ
  • ଫୋଟୋ
  • ଲାଇଭ୍ ବ୍ଲଗ୍
  • ସହର

Add Zee Business As A Preferred Source
App
  • ଲାଇଭ୍ ଟିଭି
  • ଓଡ଼ିଶା
  • ଜାତୀୟ
  • ଆନ୍ତର୍ଜାତୀୟ
  • ମନୋରଞ୍ଜନ
  • କ୍ରୀଡ଼ା
  • ଧର୍ମ
  • ଚାକିରି
  • ଜି ନ୍ୟୁଜ୍ ଓଡ଼ିଶା
  • /ଭୁବନେଶ୍ୱର
  • /Odisha Assembly: ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି

Odisha Assembly: ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି

ବିରୋଧୀଙ୍କ ହଟ୍ଟଗୋଳ ପାଇଁ ଆଜି ମଧ୍ୟ ଗୃହ ମୁଲତବି ହୋଇଛି । ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବି କରିଛନ୍ତି ବାଚସ୍ପତି ସୁରମା ପାଢୀ ।

Written BySoubhagya Ranjan MishraEdited BySoubhagya Ranjan Mishra
Published: Nov 19, 2026, 12:23 IST|Updated: Nov 19, 2026, 12:51 IST
joinshare
Odisha Assembly: ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି
Image Credit: Canva

About the Author

Soubhagya Ranjan Mishra

Soubhagya Ranjan Mishra

Soubhagya Ranjan Mishra is a senior and well-known journalist. He has served in senior positions at prominent media houses like Zee Media and Network18. Throughout his career, he has achieved versatile success ranging from TV promos and programming to digital journalism. Additionally, he has also worked extensively as a freelancer. For over two years, he contributed as an AI Content Reviewer at IIT Patna. He brings more than 11 years of rich experience working exclusively in national media. After completing his Postgraduate degree in journalism from SSOMAC, he has continuously advanced his career in the media industry. In the early stages of his career, he developed a keen interest in entertainment journalism, fostering excellent professional relationships with numerous artists in the Odisha entertainment industry.
Read More

ଟ୍ରେଣ୍ଡିଂ

  • ଖବର
  • ଫୋଟୋ
  • ଭିଡିଓ
Cyclone Akvan Update: ବାତ୍ୟା ପାଇଁ ହାଇଆଲର୍ଟରେ ଓଡ଼ିଶା! ୪,୨୦୦ ଗର୍ଭବତୀଙ୍କ ସମେତ ଲକ୍ଷାଧିକ ସ୍ଥାନାନ୍ତର

Cyclone Akvan Update: ବାତ୍ୟା ପାଇଁ ହାଇଆଲର୍ଟରେ ଓଡ଼ିଶା! ୪,୨୦୦ ଗର୍ଭବତୀଙ୍କ ସମେତ ଲକ୍ଷାଧିକ ସ୍ଥାନାନ୍ତର

2

Top 10 News: ଚୁଟକିରେ ପଢ଼ନ୍ତୁ ଆଜି ଦିନ ତମାମର ୧୦ଟି ଗୁରୁତ୍ୱପୂର୍ଣ୍ଣ ଖବର..

3

ଯୁକ୍ତ ୨ ପରୀକ୍ଷା ପାଇଁ ବାଜିଲା ବିଗୁଲ୍‌! ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ପରୀକ୍ଷା, ଜାଣନ୍ତୁ ସମ୍ପୂର୍ଣ୍ଣ ସୂଚୀ..

4

Cyclone Update: ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ‘ଆକ୍ୱାନ୍’! ୨୦ରେ ଗୋପାଳପୁର ନିକଟରେ ଲ୍ୟାଣ୍ଡଫଲ୍ ସମ୍ଭାବନା

5

ମାନବିକତା ଦେଖାଇଲେ ଜିଲ୍ଲାପାଳ ଓ ଏସ୍‌ପି, ୮୫ ବର୍ଷୀୟ ବୃଦ୍ଧ ଓ ୭୦ ବର୍ଷୀୟ ବୃଦ୍ଧାଙ୍କୁ ନିଜେ ନେଲେ ଆଶ୍ରୟସ୍ଥଳୀ

logo
  • contact us
  • privacy policy
  • legal
  • investor info
  • advertise with us
© 1998-2026 Indiadotcom Digital Private Limited, All Rights Reserved.

Odisha Assembly: ଆଜି ବିଧାନସଭା ଶୀତକାଳୀନ ଅଧିବେଶନର ଦ୍ୱିତୀୟ ଦିନରେ ମଧ୍ୟ ଗୃହରେ ହଙ୍ଗାମା ଦେଖିବାକୁ ମିଳିଛି । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ହଟ୍ଟଗୋଳ କରିଛନ୍ତି । ଉଭୟ ବିଜେଡ଼ି ଓ କଂଗ୍ରେସ ବିଧାୟକମାନଙ୍କ ଗୃହର ମଧ୍ୟଭାଗରେ ବ୍ୟାନର୍‌ ଓ ପ୍ଲାକାର୍ଡ ଧରି ହଟ୍ଟଗୋଳ କରିଥିଲେ । ବନ୍ୟା ମୁକାବିଲାରେ ସରକାର ଫେଲ୍ ହୋଇଥିବା ଅଭିଯୋଗ କରିଛି ବିଜେଡି । ସେହିପରି କୋଟିଆ ପ୍ରସଙ୍ଗରେ ଗୃହ ଭିତରେ କଂଗ୍ରେସ ସଦସ୍ୟମାନେ ପ୍ରତିବାଦ କରିଥିଲେ ।

ବିରୋଧୀଙ୍କ ହଟ୍ଟଗୋଳ ପାଇଁ ଆଜି ମଧ୍ୟ ଗୃହ ମୁଲତବି ହୋଇଛି । ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବି କରିଛନ୍ତି ବାଚସ୍ପତି ସୁରମା ପାଢୀ । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହୋହଲ୍ଲା ଲାଗି ରହିବାରୁ ମୁଲତବି କରାଯାଇଛି ।

Also Read- CRFM ଯୋଜନାରେ ସରକାରୀ ଅର୍ଥ ଆତ୍ମସାତ, ୨ ବରିଷ୍ଠ କୃଷି ଅଧିକାରୀ ଗିରଫ

Also Read- Cyclone Alert: ବାତ୍ୟା ପାଇଁ ରେଡ ଆଲର୍ଟ ଜାରି ପରେ ଜନଶୂନ୍ୟ ପୁରୀ ସମୁଦ୍ରକୂଳ

Add Zee News as a Preferred Source
TAGS:
Trending News