• हिन्दीEnglishमराठीবাংলাதமிழ்മലയാളംગુજરાતીతెలుగుಕನ್ನಡଓଡ଼ିଶାZ BharatPHHBusinessWION
  • facebookyoutubetwitterwhatsapp
Zee News Odia
  • ଖବର
  • ଭିଡିଓ
  • ଫୋଟୋ
  • ଲାଇଭ୍ ବ୍ଲଗ୍
  • ସହର

Add Zee Business As A Preferred Source
App
  • ଲାଇଭ୍ ଟିଭି
  • ଓଡ଼ିଶା
  • ଜାତୀୟ
  • ଆନ୍ତର୍ଜାତୀୟ
  • ମନୋରଞ୍ଜନ
  • କ୍ରୀଡ଼ା
  • ଧର୍ମ
  • ଚାକିରି
  • ଜି ନ୍ୟୁଜ୍ ଓଡ଼ିଶା
  • /ଭୁବନେଶ୍ୱର
  • /ନୟାପଲ୍ଲୀରେ ଭୟଙ୍କର ସଡ଼କ ଦୁର୍ଘଟଣା, ୨ ମହିଳା ମୃତ

ନୟାପଲ୍ଲୀରେ ଭୟଙ୍କର ସଡ଼କ ଦୁର୍ଘଟଣା, ୨ ମହିଳା ମୃତ

ଦୁର୍ଘଟଣା ପରେ ବସ୍‌ ଚାଳକ ଗାଡ଼ି ନେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି।

Written BySoubhagya Ranjan MishraEdited BySoubhagya Ranjan Mishra
Published: Nov 01, 2026, 10:42 AM IST|Updated: Nov 01, 2026, 10:57 AM IST
joinshare
ନୟାପଲ୍ଲୀରେ ଭୟଙ୍କର ସଡ଼କ ଦୁର୍ଘଟଣା, ୨ ମହିଳା ମୃତ
Image Credit: Road Accident

About the Author

Soubhagya Ranjan Mishra

Soubhagya Ranjan Mishra

Soubhagya Ranjan Mishra is a senior and well-known journalist. He has served in senior positions at prominent media houses like Zee Media and Network18. Throughout his career, he has achieved versatile success ranging from TV promos and programming to digital journalism. Additionally, he has also worked extensively as a freelancer. For over two years, he contributed as an AI Content Reviewer at IIT Patna. He brings more than 11 years of rich experience working exclusively in national media. After completing his Postgraduate degree in journalism from SSOMAC, he has continuously advanced his career in the media industry. In the early stages of his career, he developed a keen interest in entertainment journalism, fostering excellent professional relationships with numerous artists in the Odisha entertainment industry.
Read More

ଟ୍ରେଣ୍ଡିଂ

  • ଖବର
  • ଫୋଟୋ
  • ଭିଡିଓ
ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

2

Top 10 News: ଚୁଟକିରେ ପଢ଼ନ୍ତୁ ଆଜି ଦିନ ତମାମର ୧୦ଟି ଗୁରୁତ୍ୱପୂର୍ଣ୍ଣ ଖବର..

3

ଓଡ଼ିଶାକୁ ଆଉ ୧ ଲକ୍ଷ ପିଏମ୍ ଆବାସ, ମୋଟ ମଞ୍ଜୁରୀ ୫ ଲକ୍ଷ; ବଲାଙ୍ଗୀରରୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

4

Jubilant Ingrevia: ଜୁବିଲାଣ୍ଟ କାରଖାନା ବିରୋଧରେ ସ୍ୱର ଉଠାଇବାରୁ ଧମକ! ZEE MEDIA ରିପୋର୍ଟ ପରେ ହଇଚଇ

5

ଓଡ଼ିଶା ହାଇକୋର୍ଟରେ ବିଚାରପତି ସଙ୍କଟ! ୩୩ ପଦରୁ ୨୦ ଖାଲି, କେନ୍ଦ୍ରକୁ ଚିଠି ଲେଖିଲେ ସସ୍ମିତ

logo
  • contact us
  • privacy policy
  • legal
  • investor info
  • advertise with us
© 1998-2026 Indiadotcom Digital Private Limited, All Rights Reserved.

ଭୁବନେଶ୍ୱର: (ମନୋଜ ମାଲିଆ) ରାଜଧାନୀର ବ୍ୟସ୍ତବହୁଳ ଅଞ୍ଚଳ ନୟାପଲ୍ଲୀ କ୍ରିଷ୍ଣା ଟାୱାର ନିକଟରେ ଆଜି ଭୋର ସମୟରେ ଘଟିଛି ଭୟାବହ ସଡ଼କ ଦୁର୍ଘଟଣା। ଦ୍ରୁତଗତିରେ ଆସୁଥିବା ଏକ ଯାତ୍ରୀବାହୀ ବସ୍‌ ଏକ କାର୍‌କୁ ଧକ୍କା ଦେବା ପରେ ରାସ୍ତାରେ ଚାଲୁଥିବା ପଥଚାରୀଙ୍କୁ ମଧ୍ୟ ଧକ୍କା ଦେଇଥିବା ଜଣାପଡ଼ିଛି।

ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ସେମାନଙ୍କ ମଧ୍ୟରେ ରହିଛନ୍ତି ଜଣେ ମହିଳା ଯିଏ ଅନ୍ୟ ଲୋକଙ୍କ ଘରେ କାମ କରିବାକୁ ଯାଉଥିଲେ ଓ ଅନ୍ୟ ଜଣେ ମର୍ଣ୍ଣିଂ ୱାକରେ ଆସିଥିବା ଯୁବତୀ । ଘଟଣାସ୍ଥଳରେ ହିଁ ଉଭୟଙ୍କର ମୃତ୍ୟୁ ହୋଇଛି ବୋଲି ସୂଚନା ମିଳିଛି। ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଯାଇଛି।

ଦୁର୍ଘଟଣା ପରେ ବସ୍‌ ଚାଳକ ଗାଡ଼ି ନେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ଦୁର୍ଘଟଣା ପରେ କିଛି ସମୟ ପାଇଁ ରାସ୍ତାରେ ଭିଡ ଦେଖିବାକୁ ମିଳିଥିଲା । ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ସହ ତଦନ୍ତ ଆରମ୍ଭ କରିଛି।

ନୟାପଲ୍ଲୀ କ୍ରିଷ୍ଣା ଟାୱାର ନିକଟରେ ସଡ଼କ ଦୁର୍ଘଟଣା। ୨ ମୃତ; ୨ ଜଣ ଗୁରୁତର #OdiaNews #RoadAccident https://t.co/Zp1i6cE74f

— ZEE Odisha News (@ZeeOdisha) November 1, 2026

Also Read- ଜାମ୍ମୁ କାଶ୍ମୀର ମୁଖ୍ୟମନ୍ତ୍ରୀ ଓମାରଙ୍କ ଦ୍ୱିତୀୟ ଇନିଂସ୍, ୫୬ ବର୍ଷ ବୟସରେ ଦ୍ବିତୀୟ ବିବାହ

Add Zee News as a Preferred Source
TAGS:
Odia News