• हिन्दीEnglishमराठीবাংলাதமிழ்മലയാളംગુજરાતીతెలుగుಕನ್ನಡଓଡ଼ିଶାZ BharatPHHBusinessWION
  • facebookyoutubetwitterwhatsapp
Zee News Odia
  • ଖବର
  • ଭିଡିଓ
  • ଫୋଟୋ
  • ଲାଇଭ୍ ବ୍ଲଗ୍
  • ସହର

Add Zee Business As A Preferred Source
App
  • ଲାଇଭ୍ ଟିଭି
  • ଓଡ଼ିଶା
  • ଜାତୀୟ
  • ଆନ୍ତର୍ଜାତୀୟ
  • ମନୋରଞ୍ଜନ
  • କ୍ରୀଡ଼ା
  • ଧର୍ମ
  • ଚାକିରି
  • ଜି ନ୍ୟୁଜ୍ ଓଡ଼ିଶା
  • /ଧର୍ମ
  • /Astro Tips: ଅକ୍ଟୋବରରେ ପଡୁଛି ଦୁର୍ଲଭ ଯୋଗ! ଏହିସବୁ ରାଶିଙ୍କର ହେବ ଭାଗ୍ୟ ଉଦୟ

Astro Tips: ଅକ୍ଟୋବରରେ ପଡୁଛି ଦୁର୍ଲଭ ଯୋଗ! ଏହିସବୁ ରାଶିଙ୍କର ହେବ ଭାଗ୍ୟ ଉଦୟ

Astro Tips: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ,ଅକ୍ଟୋବର ମାସରେ କିଛି ବଡ଼ ଗ୍ରହ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି।

Reported ByNarmada BeheraEdited ByNarmada Behera
Published: Sep 26, 2026, 08:27 AM IST|Updated: Sep 26, 2026, 08:29 AM IST
joinshare
Astro Tips: ଅକ୍ଟୋବରରେ  ପଡୁଛି ଦୁର୍ଲଭ ଯୋଗ! ଏହିସବୁ ରାଶିଙ୍କର ହେବ ଭାଗ୍ୟ ଉଦୟ
Image Credit: ଅକ୍ଟୋବରରେ ପଡୁଛି ଦୁର୍ଲଭ ଯୋଗ! ଏହିସବୁ ରାଶିଙ୍କର ହେବ ଭାଗ୍ୟ ଉଦୟ

About the Author

    Narmada Behera

    Narmada Behera

    ସାମ୍ୱାଦିକତା କ୍ଷେତ୍ରରେ ଦୀର୍ଘ ୧୨ ବର୍ଷର ଅଭିଜ୍ଞତା ରହିଛି । ସମ୍ୱାଦ, ନକ୍ଷତ୍ର ନ୍ୟୁଜ୍, ଇଟିଭି ପରେ ଜୀ ଡିଜିଟାଲରେ କାର୍ଯ୍ୟରତ । ମନୋରଞ୍ଜନଠୁ ଆରମ୍ଭ କରି ପାଣିପାଗ ଏବଂ ଜାତୀୟ ଓ ଅନ୍ତର୍ଜାତୀୟ ଖବର ଲେଖିବାରେ ରୁଚି ରହିଛି ।
    Read More

    ଟ୍ରେଣ୍ଡିଂ

    • ଖବର
    • ଫୋଟୋ
    • ଭିଡିଓ
    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    2

    Top 10 News: ଚୁଟକିରେ ପଢ଼ନ୍ତୁ ଆଜି ଦିନ ତମାମର ୧୦ଟି ଗୁରୁତ୍ୱପୂର୍ଣ୍ଣ ଖବର..

    3

    ଓଡ଼ିଶାକୁ ଆଉ ୧ ଲକ୍ଷ ପିଏମ୍ ଆବାସ, ମୋଟ ମଞ୍ଜୁରୀ ୫ ଲକ୍ଷ; ବଲାଙ୍ଗୀରରୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    4

    Jubilant Ingrevia: ଜୁବିଲାଣ୍ଟ କାରଖାନା ବିରୋଧରେ ସ୍ୱର ଉଠାଇବାରୁ ଧମକ! ZEE MEDIA ରିପୋର୍ଟ ପରେ ହଇଚଇ

    5

    ଓଡ଼ିଶା ହାଇକୋର୍ଟରେ ବିଚାରପତି ସଙ୍କଟ! ୩୩ ପଦରୁ ୨୦ ଖାଲି, କେନ୍ଦ୍ରକୁ ଚିଠି ଲେଖିଲେ ସସ୍ମିତ

    logo
    • contact us
    • privacy policy
    • legal
    • investor info
    • advertise with us
    © 1998-2026 Indiadotcom Digital Private Limited, All Rights Reserved.

    Astro Tips: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ,ଅକ୍ଟୋବର ମାସରେ କିଛି ବଡ଼ ଗ୍ରହ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି। ବୁଧ ଅକ୍ଟୋବର ୩ ତାରିଖ ଦିନ ତୁଳା ରାଶିରେ ପ୍ରବେଶ କରିବେ।  ଏବଂ ଅକ୍ଟୋବର ୯ରେ ଶୁକ୍ର ମଧ୍ୟ ସେହି ରାଶିକୁ ଚଳନ କରିବେ। ଏବଂ ସୂର୍ଯ୍ୟ ଅକ୍ଟୋବର ୧୭ ତାରିଖରେ ତୁଳା ରାଶିକୁ ଚଳନ କରିବେ। ଗୋଟିଏ ରାଶିରେ ତିନି ଗ୍ରହଙ୍କ ମିଳନ ଦୁର୍ଲଭ ଯୋଗ ସୃଷ୍ଟି କରୁଛି। ଏହି ଦୁର୍ଲଭ ଯୋଗ କିଛି ରାଶି ପାଇଁ ଶୁଭଫଳ ପ୍ରଦାନ କରିବ। ତେବେ, ଆସନ୍ତୁ ଜାଣିବା କେଉଁ ରାଶିଙ୍କ ଭାଗ୍ୟ ଚମକାଇବାକୁ ଯାଉଛି ।

    କନ୍ୟା-: ଅକ୍ଟୋବର ମାସରେ ପଡୁଥିବା ଏହି ଦୁର୍ଲଭ ଯୋଗ କିଛି ରାଶିଙ୍କ ପାଇଁ  ବେଶ ଫଳଦାୟୀ ରହିବ। ବିଶେଷକରି, ଆର୍ଥିକ ସ୍ଥିତି ଭଲ ରହିବ। ଏହି ସମୟ ବ୍ୟବସାୟୀଙ୍କ ପାଇଁ ବେଶ୍ ଅନୁକୂଳ ରହିବ। ନୂଆ ବ୍ୟବସାୟ ଆରମ୍ଭ କଲେ ଅଧିକ ଟଙ୍କା ଲାଭ ପାଇବେ। ମାନସିକ ଚାପରୁ ମୁକ୍ତି ପାଇବେ। ଦିର୍ଘ ଦିନ ଧରି ଅଧା ରହିଥିବା କାର୍ଯ୍ୟକୁ ଶେଷ କରିବାରେ ସଫଳ ହେବେ। ପ୍ରତ୍ୟକ କାର୍ଯ୍ୟରେ ପରିବାରର ସମର୍ଥନ ମିଳିବ। ଦିର୍ଘ ଦିନ ଧରି, କର୍ମକ୍ଷେତ୍ରରେ ଚାଲିଥିବା ସମସ୍ୟାର ଅନ୍ତ ଘଟିବ।

    ବିଛା-: ଅକ୍ଟୋବର ମାସରେ ପଡୁଥିବା ଏହି ଦୁର୍ଲଭ ଯୋଗ କିଛି ରାଶିଙ୍କ ପାଇଁ ବେଶ୍ ଲାଭଦାୟୀ ରହିବ। ବିଶେଷକରି,ଏହି ସମୟ ମଧ୍ୟରେ ଆପଣଙ୍କ ପ୍ରେମ ଜୀବନ ବେଶ୍ ଭଲ ରହିବ। କ୍ୟାରିୟରରେ ସଫଳତା ମିଳିବା ସହ ବାକି ପଡିଥିବା ଟଙ୍କା ମିଳିବ। ବ୍ୟବସାୟରେ ବଡ଼ ଡିଲ୍ ଫାଇନାଲ୍ କରିବେ। ଯେଉଁଥିରୁ ଅପ୍ରତ୍ୟାଶିତ ଲାଭ ପାଇବେ। ନୂଆ ଘର କିମ୍ବା ଜମି କିଣିବାର ସମ୍ଭାବନା ରହିଛି। ସ୍ବାସ୍ଥ୍ୟ ଭଲ ରହିବ।

    ଧନୁ-:ଅକ୍ଟୋବର ମାସରେ ପଡୁଥିବା ଦୁର୍ଲଭ ଯୋଗ ଏହି ରାଶି ପାଇଁ ବେଶ୍ ଶୁଭଦାୟୀ ପ୍ରମାଣିତ ହେବ। ବିଶେଷକରି, ଏହି ସମୟରେ କର୍ମକ୍ଷେତ୍ରରେ ପଦୋନ୍ନତି ହେବାର ସମ୍ଭାବନା ରହିଛି। କୌଣସି ବିଦେଶ ଯାତ୍ରାରେ ଯାଇପାରନ୍ତି। ଜୀବନ ସାଥୀଙ୍କ ସହ ହୋଇଥିବା ମନୋମାଳିନ୍ୟ ଦୂର ହେବ। କମ୍ପିଟେଟିଭ୍ ଏକଜାମ୍ ପାଇଁ ପ୍ରସ୍ତୁତ ହେଉଥିବା ଆଶାୟୀଙ୍କ ପାଇଁ ସମୟ ଅନୁକୂଳ ରହିବ। ଭଲ ରେଜଲ୍ଟ କରିବେ। ରିୟଲି-ଇ-ଷ୍ଟେଟ୍ କ୍ଷେତ୍ରରେ କାର୍ଯ୍ୟରତ ଲୋକେ ବଡ଼ ଡିଲ୍ ଫାଇନାଲ୍ କରିବେ।

    (Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। Zee Odisha News ଏହାକୁ ନିଶ୍ଚିତ କରେ ନାହିଁ। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)
     

    Add Zee News as a Preferred Source