• हिन्दीEnglishमराठीবাংলাதமிழ்മലയാളംગુજરાતીతెలుగుಕನ್ನಡଓଡ଼ିଶାZ BharatPHHBusinessWION
  • facebookyoutubetwitterwhatsapp
Zee News Odia
  • ଖବର
  • ଭିଡିଓ
  • ଫୋଟୋ
  • ଲାଇଭ୍ ବ୍ଲଗ୍
  • ସହର

Add Zee Business As A Preferred Source
App
  • ଲାଇଭ୍ ଟିଭି
  • ଓଡ଼ିଶା
  • ଜାତୀୟ
  • ଆନ୍ତର୍ଜାତୀୟ
  • ମନୋରଞ୍ଜନ
  • କ୍ରୀଡ଼ା
  • ଧର୍ମ
  • ଚାକିରି
  • ଜି ନ୍ୟୁଜ୍ ଓଡ଼ିଶା
  • /ଧର୍ମ
  • /Pitru Paksha 2026: ପିତୃପକ୍ଷରେ ପଡି଼ଛି ଦୁର୍ଲଭ ଯୋଗ,ଚମକିବ ଏହି ୪ରାଶିଙ୍କ ଭାଗ୍ୟ ସହ ମିଳିବ ଖୁସି ଖବର

Pitru Paksha 2026: ପିତୃପକ୍ଷରେ ପଡି଼ଛି ଦୁର୍ଲଭ ଯୋଗ,ଚମକିବ ଏହି ୪ରାଶିଙ୍କ ଭାଗ୍ୟ ସହ ମିଳିବ ଖୁସି ଖବର

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ, ସେପ୍ଟେମ୍ବର ୨୬ ତାରିଖରୁ ଆରମ୍ଭ କରି ଅକ୍ଟୋବର ୧୦ ତାରିଖ ପର୍ଯ୍ୟନ୍ତ ଏହି ପିତୃପକ୍ଷ ଚାଲିବ।

Written ByNarmada BeheraEdited ByNarmada Behera
Published: Oct 06, 2026, 11:58 AM IST|Updated: Oct 06, 2026, 12:00 PM IST
joinshare
Pitru Paksha 2026: ପିତୃପକ୍ଷରେ ପଡି଼ଛି ଦୁର୍ଲଭ ଯୋଗ,ଚମକିବ ଏହି ୪ରାଶିଙ୍କ ଭାଗ୍ୟ ସହ ମିଳିବ ଖୁସି ଖବର
Image Credit: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ, ସେପ୍ଟେମ୍ବର ୨୬ ତାରିଖରୁ ଆରମ୍ଭ କରି ଅକ୍ଟୋବର ୧୦ ତାରିଖ ପର୍ଯ୍ୟନ୍ତ ଏହି ପିତୃପକ୍ଷ ଚାଲିବ।

About the Author

    Narmada Behera

    Narmada Behera

    ସାମ୍ୱାଦିକତା କ୍ଷେତ୍ରରେ ଦୀର୍ଘ ୧୨ ବର୍ଷର ଅଭିଜ୍ଞତା ରହିଛି । ସମ୍ୱାଦ, ନକ୍ଷତ୍ର ନ୍ୟୁଜ୍, ଇଟିଭି ପରେ ଜୀ ଡିଜିଟାଲରେ କାର୍ଯ୍ୟରତ । ମନୋରଞ୍ଜନଠୁ ଆରମ୍ଭ କରି ପାଣିପାଗ ଏବଂ ଜାତୀୟ ଓ ଅନ୍ତର୍ଜାତୀୟ ଖବର ଲେଖିବାରେ ରୁଚି ରହିଛି ।
    Read More

    ଟ୍ରେଣ୍ଡିଂ

    • ଖବର
    • ଫୋଟୋ
    • ଭିଡିଓ
    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    2

    Top 10 News: ଚୁଟକିରେ ପଢ଼ନ୍ତୁ ଆଜି ଦିନ ତମାମର ୧୦ଟି ଗୁରୁତ୍ୱପୂର୍ଣ୍ଣ ଖବର..

    3

    ଓଡ଼ିଶାକୁ ଆଉ ୧ ଲକ୍ଷ ପିଏମ୍ ଆବାସ, ମୋଟ ମଞ୍ଜୁରୀ ୫ ଲକ୍ଷ; ବଲାଙ୍ଗୀରରୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    4

    Jubilant Ingrevia: ଜୁବିଲାଣ୍ଟ କାରଖାନା ବିରୋଧରେ ସ୍ୱର ଉଠାଇବାରୁ ଧମକ! ZEE MEDIA ରିପୋର୍ଟ ପରେ ହଇଚଇ

    5

    ଓଡ଼ିଶା ହାଇକୋର୍ଟରେ ବିଚାରପତି ସଙ୍କଟ! ୩୩ ପଦରୁ ୨୦ ଖାଲି, କେନ୍ଦ୍ରକୁ ଚିଠି ଲେଖିଲେ ସସ୍ମିତ

    logo
    • contact us
    • privacy policy
    • legal
    • investor info
    • advertise with us
    © 1998-2026 Indiadotcom Digital Private Limited, All Rights Reserved.

    Pitru Paksha 2026: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ, ସେପ୍ଟେମ୍ବର ୨୬ ତାରିଖରୁ ଆରମ୍ଭ କରି ଅକ୍ଟୋବର ୧୦ ତାରିଖ ପର୍ଯ୍ୟନ୍ତ ଏହି ପିତୃପକ୍ଷ ଚାଲିବ। ଏହି ଅବସରରେ ପିତୃ ପୁରୁଷଙ୍କୁ ଶ୍ରାଦ୍ଧ ଦିଆଯିବାର ପରମ୍ପରା ରହିଛି। ଏହି ପିତୃପକ୍ଷର ଶୁଭ ଅବସରରେ ବୁଧ ତୁଳା ରାଶି ରେ ପ୍ରବେଶ କରିଥିବା ବେଳେ ଶୁକ୍ର  ସେହି ରାଶିରେ ପୂର୍ବରୁ ବିରାମଜମାନ ଅଛନ୍ତି। ଗୋଟିଏ ରାଶିରେ ୨ ଗ୍ରହଙ୍କ ମିଳନ ଲକ୍ଷ୍ମୀ ନାରାୟଣ ରାଜଯୋଗ ସୃଷ୍ଟି କରିଛି। ଏହି ଶୁଭ ବା ଦୁର୍ଲଭ ଯୋଗ କିଛି ରାଶିଙ୍କ ଭାଗ୍ୟ ଚମକାଇବ। ଆସନ୍ତୁ ଜାଣିବା ସେହି ରାଶି ଗୁଡିକ ବିଷୟରେ...


    ମିଥୁନ-: ପିତୃପକ୍ଷରେ ପଡିଥିବା ଦୁର୍ଲଭ ଯୋଗ ଏହି ରାଶିଙ୍କ ଭାଗ୍ୟ ଉଦୟ କରିବ। ବିଶେଷ କରି,ଆର୍ଥିକ ସ୍ଥିତି ଭଲ ରହିବା ସହ କର୍ମକ୍ଷେତ୍ରରେ ପଦୋନ୍ନତି ହେବ। ଯେଉଁମାନେ ବ୍ୟବସାୟ କରୁଛନ୍ତି। ସେମାନଙ୍କ ପାଇଁ ସମୟ ଅନୁକୂଳ ରହିବ। ବ୍ୟବସାୟରେ ଅପ୍ରତ୍ୟାଶିତ ଲାଭ ମିଳିବ। ବାଣିଜ୍ୟ ବ୍ୟବସାୟରେ ଲାଗି ଥିବା ସମସ୍ୟା ଦୂର ହେବ।

    ତୁଳା-: ପିତୃପକ୍ଷରେ ପଡୁଥିବା ଦୁର୍ଲଭ ଯୋଗ ଏହି ରାଶିଙ୍କ ପାଇଁ ବେଶ୍ ଲାଭଦାୟୀ ପ୍ରମାଣିତ ହେବ। ଏହି ସମୟ ମଧ୍ୟରେ ଭାଗ୍ୟର ପୂର୍ଣ୍ଣ ସମର୍ଥନ ପାଇବେ। କୌଣସି ଗୁରୁତ୍ବପୂର୍ଣ୍ଣ ନିସ୍ପତ୍ତି ନେଇପାରନ୍ତି।  କର୍ମକ୍ଷେତ୍ରରେ ସମ୍ମାନୀତ ହେବା ସହ ସମାଜରେ ମାନ ସମ୍ମାନ ବଢିବ। ଆର୍ଥିକ ଲାଭ ହେବାର ସମ୍ଭାବନା ରହିଛି। ଏକ ବଡ଼ ଡିଲ୍ ଫାଇନାଲ୍ ହୋଇପାରେ।  

    ମକର-: ପିତୃପକ୍ଷରେ ପଡୁଥିବା ଦୁର୍ଲଭ ଯୋଗ ଏହି ରାଶିଙ୍କ ପାଇଁ ବେଶ୍ ଶୁଭଦାୟୀ ରହିବ। ବରିଷ୍ଠ ଅଧିକାରୀଙ୍କ ଠାରୁ ପ୍ରଶଂସା ପାଇବେ।  ଯେଉଁମାନେ ନୂଆ କରି ଚାକିରି ଖୋଜୁଛନ୍ତି,ସେମାନେ କୌଣସି ଏକ ସଂସ୍ଥାରୁ ଭଲ ଅଫର ପାଇପାରନ୍ତି। କୌଣସି ନୂଆ ଘର କିମ୍ବା ଜମି କ୍ରମ କରିପାରନ୍ତି।  ସ୍ବାସ୍ଥ୍ୟ ଭଲ ରହିବା ସହ ମାନସିକ ସ୍ଥିତି ଭଲ ରହିବ। କୌଣସି ପ୍ରକାର ଖୁସି ଖବର ପାଇ ପାରନ୍ତି।


    କୁମ୍ଭ-:ପିତୃପକ୍ଷରେ ପଡିଥିବା ଦୁର୍ଲଭ ଯୋଗ ଏହି ରାଶିଙ୍କ ପାଇଁ ବେଶ୍ ଫଳଦାୟୀ ପ୍ରମାଣିତ ହେବ। ପିତୃପୁରୁଷଙ୍କ ଆର୍ଶିବାଦରୁ ଅଧା ରହିଥିବା କାର୍ଯ୍ୟ ପୂରା ହେବ।  ଏହି ସମୟରେ ପ୍ରାଇଭେଟ୍ ସେକ୍ଟରରେ କାମ କରୁଥିବା ଲୋକଙ୍କ ପାଇଁ ବେଶ୍ ଅନୁକୂଳ ରହିବ। ପୂଜା ବୋନସ୍ ମିଳିବା ସହ ବରିଷ୍ଠ ଅଧିକାରୀଙ୍କ ସମର୍ଥନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ପିତାମାତାଙ୍କ ସ୍ବାସ୍ଥ୍ୟକୁ ନେଇ ଟେନସନ୍ ରେ ରହିବେ। ନିଜ ସନ୍ତାନ ଠାରୁ ଗୁଡ୍ ନ୍ୟୁଜ୍ ମିଳିବ।

    Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। Zee Odisha News ଏହାକୁ ନିଶ୍ଚିତ କରେ ନାହିଁ। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)

    Add Zee News as a Preferred Source
    TAGS:
    Astrology