• हिन्दीEnglishमराठीবাংলাதமிழ்മലയാളംગુજરાતીతెలుగుಕನ್ನಡଓଡ଼ିଶାZ BharatPHHBusinessWION
  • facebookyoutubetwitterwhatsapp
Zee News Odia
  • ଖବର
  • ଭିଡିଓ
  • ଫୋଟୋ
  • ଲାଇଭ୍ ବ୍ଲଗ୍
  • ସହର

Add Zee Business As A Preferred Source
App
  • ଲାଇଭ୍ ଟିଭି
  • ଓଡ଼ିଶା
  • ଜାତୀୟ
  • ଆନ୍ତର୍ଜାତୀୟ
  • ମନୋରଞ୍ଜନ
  • କ୍ରୀଡ଼ା
  • ଧର୍ମ
  • ଚାକିରି
  • ଜି ନ୍ୟୁଜ୍ ଓଡ଼ିଶା
  • /ଧର୍ମ
  • /Pratiyuti Yog 2026: ପ୍ରତିୟୁତି ଯୋଗ ବଦଳାଇବ ଏହିସବୁ ରାଶିଙ୍କ ଭାଗ୍ୟ, ବର୍ଷ ଶେଷ ଯାଏଁ ମାଲାମାଲ୍ ହେବା ସହ...

Pratiyuti Yog 2026: ପ୍ରତିୟୁତି ଯୋଗ ବଦଳାଇବ ଏହିସବୁ ରାଶିଙ୍କ ଭାଗ୍ୟ, ବର୍ଷ ଶେଷ ଯାଏଁ ମାଲାମାଲ୍ ହେବା ସହ...

ସୂର୍ଯ୍ୟ କନ୍ୟା ରାଶିରେ ଥିବା ବେଳେ ଶନି କୁମ୍ଭ ରାଶିରେ ବିରାଜମାନ ଅଛନ୍ତି। ଶନି ସୂର୍ଯ୍ୟଙ୍କ ଠାରୁ ୧୮୦ ଡିଗ୍ରୀ ଦୂରତାରେ ଅଛନ୍ତି। ଫଳରେ ପ୍ରତିୟୁତି ଯୋଗ ସୃଷ୍ଟି ହେଉଛି। ଏହି ପ୍ରତିୟୁତି ଯୋଗ କିଛି ରାଶିଙ୍କ ପାଇଁ ବେଶ୍ ଲାଭଦାୟୀ ରହିବ।

Written ByNarmada BeheraEdited ByNarmada Behera
Published: Oct 04, 2026, 09:26 AM IST|Updated: Oct 04, 2026, 09:29 AM IST
joinshare
Pratiyuti Yog 2026: ପ୍ରତିୟୁତି ଯୋଗ ବଦଳାଇବ ଏହିସବୁ ରାଶିଙ୍କ ଭାଗ୍ୟ, ବର୍ଷ ଶେଷ ଯାଏଁ ମାଲାମାଲ୍ ହେବା ସହ...
Image Credit: ଏହି କ୍ରମରେ ସୂର୍ଯ୍ୟ କନ୍ୟା ରାଶିରେ ଥିବା ବେଳେ ଶନି କୁମ୍ଭ ରାଶିରେ ବିରାଜମାନ ଅଛନ୍ତି। ଶନି ସୂର୍ଯ୍ୟଙ୍କ ଠାରୁ ୧୮୦ ଡିଗ୍ରୀ ଦୂରତାରେ ଅଛନ୍ତି। ଫଳରେ ପ୍ରତିୟୁତି ଯୋଗ ସୃଷ୍ଟି ହେଉଛି।

About the Author

    Narmada Behera

    Narmada Behera

    ସାମ୍ୱାଦିକତା କ୍ଷେତ୍ରରେ ଦୀର୍ଘ ୧୨ ବର୍ଷର ଅଭିଜ୍ଞତା ରହିଛି । ସମ୍ୱାଦ, ନକ୍ଷତ୍ର ନ୍ୟୁଜ୍, ଇଟିଭି ପରେ ଜୀ ଡିଜିଟାଲରେ କାର୍ଯ୍ୟରତ । ମନୋରଞ୍ଜନଠୁ ଆରମ୍ଭ କରି ପାଣିପାଗ ଏବଂ ଜାତୀୟ ଓ ଅନ୍ତର୍ଜାତୀୟ ଖବର ଲେଖିବାରେ ରୁଚି ରହିଛି ।
    Read More

    ଟ୍ରେଣ୍ଡିଂ

    • ଖବର
    • ଫୋଟୋ
    • ଭିଡିଓ
    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    2

    Top 10 News: ଚୁଟକିରେ ପଢ଼ନ୍ତୁ ଆଜି ଦିନ ତମାମର ୧୦ଟି ଗୁରୁତ୍ୱପୂର୍ଣ୍ଣ ଖବର..

    3

    ଓଡ଼ିଶାକୁ ଆଉ ୧ ଲକ୍ଷ ପିଏମ୍ ଆବାସ, ମୋଟ ମଞ୍ଜୁରୀ ୫ ଲକ୍ଷ; ବଲାଙ୍ଗୀରରୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    4

    Jubilant Ingrevia: ଜୁବିଲାଣ୍ଟ କାରଖାନା ବିରୋଧରେ ସ୍ୱର ଉଠାଇବାରୁ ଧମକ! ZEE MEDIA ରିପୋର୍ଟ ପରେ ହଇଚଇ

    5

    ଓଡ଼ିଶା ହାଇକୋର୍ଟରେ ବିଚାରପତି ସଙ୍କଟ! ୩୩ ପଦରୁ ୨୦ ଖାଲି, କେନ୍ଦ୍ରକୁ ଚିଠି ଲେଖିଲେ ସସ୍ମିତ

    logo
    • contact us
    • privacy policy
    • legal
    • investor info
    • advertise with us
    © 1998-2026 Indiadotcom Digital Private Limited, All Rights Reserved.

    Pratiyuti Yog 2026:  ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏ-କ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ସୂର୍ଯ୍ୟ କନ୍ୟା ରାଶିରେ ଥିବା ବେଳେ ଶନି କୁମ୍ଭ ରାଶିରେ ବିରାଜମାନ ଅଛନ୍ତି। ଶନି ସୂର୍ଯ୍ୟଙ୍କ ଠାରୁ ୧୮୦ ଡିଗ୍ରୀ ଦୂରତାରେ ଅଛନ୍ତି। ଫଳରେ ପ୍ରତିୟୁତି ଯୋଗ ସୃଷ୍ଟି ହେଉଛି। ଏହି ପ୍ରତିୟୁତି ଯୋଗ କିଛି ରାଶିଙ୍କ ପାଇଁ ବେଶ୍ ଲାଭଦାୟୀ ରହିବ। ଯଦି ଜାତକରେ ଶନି ଓ ସୂର୍ଯ୍ୟଙ୍କ ସ୍ଥିତି ମଜବୁତ୍ ଥାଏ। ତେବେ, ବ୍ୟକ୍ତି ଅମାପ ଧନ-ଐଶ୍ବର୍ଯ୍ୟର ଅଧିକାରୀ ହୋଇଥାଏ। ତେବେ, ଆସନ୍ତୁ ଜାଣିବା ଆଜିଠାରୁ କେଉଁ ରାଶିଙ୍କ ଭାଗ୍ୟ ଚମକିବାକୁ ଯାଉଛି।...

    ମେଷ-: ପ୍ରତିୟୁତି ଯୋଗ ଏହି ରାଶିଙ୍କ ଭାଗ୍ୟ ଚମକାଇବ। ବିଶେଷକରି, ଏହି ସମୟରେ ଆର୍ଥିକ ସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ସଫଳତା ହାସଲ କରିବେ। ଆୟ ବଢିବା ସହ ସମାଜରେ ମାନ ସମ୍ମାନ ବୃଦ୍ଧି ହେବ। ବିଭିନ୍ନ ଉତ୍ସରୁ ଟଙ୍କା ଆସିବ। ବ୍ୟବସାୟରେ ଭଲ ଦି-ପଇସା ଲାଭ ହେବ। ଯେଉଁମାନେ ବିଦେଶରେ ଚାକିରି କରିବା ପାଇଁ ସ୍ବପ୍ନ ଦେଖୁଛନ୍ତି। ସେମାନଙ୍କ ଆଶା ପୂରଣ ହେବ।

    ସିଂହ-: ପ୍ରତିୟୁତି ଯୋଗ ଏହି ରାଶି ପାଇଁ ଅତ୍ୟନ୍ତ ଶୁଭଦାୟୀ ପ୍ରମାଣିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବିଭିନ୍ନ ଉତ୍ସରୁ ଟଙ୍କା ଆସିବ। ସରକାରୀ ଚାକିରି କରୁଥିବା ଲୋକଙ୍କ ପାଇଁ ସମୟ ଅନୁକୂଳ ରହିବ। ପଦୋନ୍ନତି ସହ ଦରମା ରେ ବୃଦ୍ଧି ଘଟିବ। ପୈତୃକ ସମ୍ପତ୍ତିରୁ ଲାଭ ଉଠାଇବେ। ବ୍ୟବସାୟୀମାନେ ନୂଆ ବ୍ୟବସାୟ ଆରମ୍ଭ କରିବେ। ଯେଉଁଥିରୁ ମୋଟାଅଙ୍କର ଲାଭ ପାଇବେ। ଶତ୍ରୃଙ୍କ ଉପରେ ବିଜୟ ଲାଭ କରିବେ।  

    ମକର-: ମକର ରାଶିଙ୍କ ପାଇଁ ଏହି ଦୁର୍ଲଭ ଯୋଗ ବେଶ୍ ଲାଭଦାୟୀ ରହିବ। ବିଶେଷକରି, ଆର୍ଥିକ ସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ପଦୋନ୍ନତି ମିଳିବାର ସମ୍ଭାବନା ରହିଛି। ଦିର୍ଘ ଦିନ ଧରି ପଡି ରହିଥିବା କାର୍ଯ୍ୟକୁ ସୁରୁଖୁରୁରେ ଶେଷ କରିବେ। ନିଜ ସନ୍ତାନମାନଙ୍କ ଠାରୁ ଖୁସି ଖବର ଶୁଣି ପାରନ୍ତି।  ପୁରୁଣା ନିବେଶରୁ ଲାଭ ଉଠାଇବେ। ନୂଆ ଘର କିମ୍ବା ଜମି କିଣିବେ।


    କୁମ୍ଭ-: ଆଜିଠାରୁ କୁମ୍ଭ ରାଶିଙ୍କ ଭାଗ୍ୟ ଚମକିବ। ଯେଉଁମାନେ ଦିର୍ଘ ଦିନ ଧରି କମ୍ପିଟେଟିଭ୍ ଏକଜାମ୍ ଦେଉଛନ୍ତି। ସେମାନେ ଏହି ସମୟରେ ଭଲ ରେଜଲ୍ଟ ପାଇବେ। ଆର୍ଥିକ ସ୍ଥିତି ଆଗ ଅପେକ୍ଷା ଭଲ ହେବ। ବକେୟା ଅର୍ଥ ମିଳିବ। ଦିର୍ଘ ଦିନ ଧରି ଲାଗି ରହିଥିବା କୋର୍ଟ କଚେରୀ ମାମଲାର ରାୟ ଆପଣଙ୍କ ସପକ୍ଷରେ ଯିବ। ନୂଆ ଗାଡି କିଣି ପାରନ୍ତି।

    (Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। Zee Odisha News ଏହାକୁ ନିଶ୍ଚିତ କରେ ନାହିଁ। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)

     

    Add Zee News as a Preferred Source
    TAGS:
    Odia News