• हिन्दीEnglishमराठीবাংলাதமிழ்മലയാളംગુજરાતીతెలుగుಕನ್ನಡଓଡ଼ିଶାZ BharatPHHBusinessWION
  • facebookyoutubetwitterwhatsapp
Zee News Odia
  • ଖବର
  • ଭିଡିଓ
  • ଫୋଟୋ
  • ଲାଇଭ୍ ବ୍ଲଗ୍
  • ସହର

Add Zee Business As A Preferred Source
App
  • ଲାଇଭ୍ ଟିଭି
  • ଓଡ଼ିଶା
  • ଜାତୀୟ
  • ଆନ୍ତର୍ଜାତୀୟ
  • ମନୋରଞ୍ଜନ
  • କ୍ରୀଡ଼ା
  • ଧର୍ମ
  • ଚାକିରି
  • ଜି ନ୍ୟୁଜ୍ ଓଡ଼ିଶା
  • /ଧର୍ମ
  • /Rahu Ketu Gochar 2026: ଡିସେମ୍ବର ମାସରେ ରାହୁ-କେତୁଙ୍କ ବଡ଼ ଗୋଚର!୬ ରାଶି ହେବେ ଲାଭବାନ୍

Rahu Ketu Gochar 2026: ଡିସେମ୍ବର ମାସରେ ରାହୁ-କେତୁଙ୍କ ବଡ଼ ଗୋଚର!୬ ରାଶି ହେବେ ଲାଭବାନ୍

Rahu Ketu Gochar 2026:ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ,ଡିସେମ୍ବର ମାସରେ ରାହୁ ଏବଂ କେତୁ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି। ରାହୁ କୁମ୍ଭରୁ ମକର ରାଶିକୁ ଏବଂ କେତୁ ସିଂହରୁ କର୍କଟ ରାଶିକୁ ଚଳନ କରିବେ।

Reported ByNarmada BeheraEdited ByNarmada Behera
Published: Sep 25, 2026, 12:21 PM IST|Updated: Sep 25, 2026, 12:24 PM IST
joinshare
Rahu Ketu Gochar 2026: ଡିସେମ୍ବର ମାସରେ ରାହୁ-କେତୁଙ୍କ ବଡ଼ ଗୋଚର!୬ ରାଶି ହେବେ ଲାଭବାନ୍
Image Credit: ଡିସେମ୍ବର ମାସରେ ରାହୁ-କେତୁଙ୍କ ବଡ଼ ଗୋଚର!୬ ରାଶି ହେବେ ଲାଭବାନ୍

About the Author

    Narmada Behera

    Narmada Behera

    ସାମ୍ୱାଦିକତା କ୍ଷେତ୍ରରେ ଦୀର୍ଘ ୧୨ ବର୍ଷର ଅଭିଜ୍ଞତା ରହିଛି । ସମ୍ୱାଦ, ନକ୍ଷତ୍ର ନ୍ୟୁଜ୍, ଇଟିଭି ପରେ ଜୀ ଡିଜିଟାଲରେ କାର୍ଯ୍ୟରତ । ମନୋରଞ୍ଜନଠୁ ଆରମ୍ଭ କରି ପାଣିପାଗ ଏବଂ ଜାତୀୟ ଓ ଅନ୍ତର୍ଜାତୀୟ ଖବର ଲେଖିବାରେ ରୁଚି ରହିଛି ।
    Read More

    ଟ୍ରେଣ୍ଡିଂ

    • ଖବର
    • ଫୋଟୋ
    • ଭିଡିଓ
    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    2

    Top 10 News: ଚୁଟକିରେ ପଢ଼ନ୍ତୁ ଆଜି ଦିନ ତମାମର ୧୦ଟି ଗୁରୁତ୍ୱପୂର୍ଣ୍ଣ ଖବର..

    3

    ଓଡ଼ିଶାକୁ ଆଉ ୧ ଲକ୍ଷ ପିଏମ୍ ଆବାସ, ମୋଟ ମଞ୍ଜୁରୀ ୫ ଲକ୍ଷ; ବଲାଙ୍ଗୀରରୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    4

    Jubilant Ingrevia: ଜୁବିଲାଣ୍ଟ କାରଖାନା ବିରୋଧରେ ସ୍ୱର ଉଠାଇବାରୁ ଧମକ! ZEE MEDIA ରିପୋର୍ଟ ପରେ ହଇଚଇ

    5

    ଓଡ଼ିଶା ହାଇକୋର୍ଟରେ ବିଚାରପତି ସଙ୍କଟ! ୩୩ ପଦରୁ ୨୦ ଖାଲି, କେନ୍ଦ୍ରକୁ ଚିଠି ଲେଖିଲେ ସସ୍ମିତ

    logo
    • contact us
    • privacy policy
    • legal
    • investor info
    • advertise with us
    © 1998-2026 Indiadotcom Digital Private Limited, All Rights Reserved.

    Rahu Ketu Gochar 2026:ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ,ଡିସେମ୍ବର ମାସର ୫ ତାରିଖରେ ରାହୁ ଏବଂ କେତୁ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି। ରାହୁ କୁମ୍ଭରୁ ମକର ରାଶିକୁ ଏବଂ କେତୁ ସିଂହରୁ କର୍କଟ ରାଶିକୁ ଚଳନ କରିବେ। ଆଗାମୀ ୧୮ ମାସ ପାଇଁ ଉଭୟ ଗ୍ରହ ଏହି ରାଶିରେ ବିରାଜମାନ ରହିବେ। ଯଦି ଜାତକରେ ରାହୁ ଓ କେତୁଙ୍କ ସ୍ଥିତି ମଜବୁତ୍ ଥାଏ। ତେବେ, ବ୍ୟକ୍ତି ଅମାପ ଧନ-ଐଶ୍ବର୍ଯ୍ୟର ଅଧିକାରୀ ହୋଇଥାଏ। ତେବେ, ଆସନ୍ତୁ ଜାଣିବା କେଉଁ ରାଶିଙ୍କ ଭାଗ୍ୟ ଚମକିବାକୁ ଯାଉଛି।....


    ମେଷ-:  ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ ଏହି ରାଶି ପାଇଁ ବେଶ୍ ଫଳଦାୟୀ ରହିବ। ବିଶେଷକରି, ଆର୍ଥିକ ସ୍ଥିତି ମଜବୁତ୍ ରହିବ। କ୍ୟାରିୟରରେ ଅଗ୍ରଗତି କରିବେ। ପୈତୃକ ସମ୍ପତ୍ତିରୁ ଲାଭ ପାଇବେ। ଆଣିଥିବା ଧାରକରଜ ଟଙ୍କାକୁ ସୁଝିବାରେ ସଫଳ ହେବେ। ନୂତନ ନିବେଶ ପାଇଁ ସମୟ ଅନୁକୂଳ ରହିଛି।

    କନ୍ୟା-: ରାହୁଙ୍କ ଚଳନ ଏହି ରାଶିଙ୍କ ଭାଗ୍ୟ ଉଦୟ କରିବ। ବିଶେଷକରି, ଏହି ସମୟ ମଧ୍ୟରେ ଦିର୍ଘ ଦିନ ଧରି ଲାଗି ରହିଥିବା ସମସ୍ୟାରୁ ମୁକ୍ତି ମିଳିବ। ଛାତ୍ରଛାତ୍ରୀଙ୍କ ପାଇଁ ସମୟ ଅନୁକୂଳ ରହିବ। କମ୍ପିଟେଟିଭ୍ ଏକଜାମ୍ ଦେଉଥିବା ଛାତ୍ରଛାତ୍ରୀମାନେ ଭଲ ରେଲଜ୍ଟ କରିବେ। ସ୍ବାସ୍ଥ୍ୟ ଭଲ ରହିବ। ପରିବାରରେ ହସ-ଖୁସିର ମାହୋଲ୍ ଦେଖିବାକୁ ମିଳିବ।

    ଧନୁ-: ରାହୁଙ୍କ ଚଳନ ଏହି ରାଶିଙ୍କ ଭାଗ୍ୟ ଉଦୟ କରିବ। ବିଶେଷକରି,ଏ-ହି ସମୟ ମଧ୍ୟରେ ବ୍ୟବସାୟରେ ବଡ଼ ଡିଲ୍ ଫାଇନାଲ୍ ହେବ। ଯେଉଁଥିରୁ ଅପ୍ରତ୍ୟାଶିତ ଲାଭ ପାଇବେ। ପରିବାର ସହ ଦୂରଯାତ୍ରା କରିବେ। ଧନ-ସମୃଦ୍ଧି ବୃଦ୍ଧି ପାଇବ। ଆପଣଙ୍କ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ। ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ସମୟ ଅନୁକୂଳ ରହିଛି। ପ୍ରେମୀମାନେ ନିଜ ସାଥୀଙ୍କ ସହ ରୋମାଣ୍ଟିକ୍ ଡେଟ୍ ରେ ଯିବେ।

    ଏହି ତିନି ରାଶିଙ୍କ ଉପରେ ରହିବ କେତୁଙ୍କୁ ଆର୍ଶିବାଦ:

    ବୃଷ-:କେତୁଙ୍କ ରାଶି ପରିବର୍ତ୍ତନ ଏହି ରାଶିଙ୍କ ପାଇଁ ବେଶ୍ ଲାଭଦାୟୀ ରହିବ। ବିଶେଷକରି,ଏହି ସମୟ ମଧ୍ୟରେ ଆର୍ଥିକ ସ୍ଥିତି ମଜବୁତ୍ ରହିବ। କ୍ୟାରିୟର ଦୃଷ୍ଟିକୋଣରୁ ସମୟ ଖାସ୍ ରହିବ। କର୍ମକ୍ଷେତ୍ରରେ କଠିନ ପରିଶ୍ରମର ଫଳ ପାଇବେ।  ଆପଣଙ୍କ ଆୟ ବୃଦ୍ଧି ହେବ। ଆପଣ ନୂତନ ଉତ୍ସରୁ ଟଙ୍କା ପାଇପାରନ୍ତି।

    ମିଥୁନ-: କେତୁଙ୍କ ରାଶି ପରିବର୍ତ୍ତନ ଏହି ରାଶିର ଲୋକଙ୍କ ଭାଗ୍ୟ ଉଦୟ କରିବ। ବିଶେଷକରି,ବ୍ୟବସାୟୀମାନେ ବିଦେଶ ଯାତ୍ରାର ଲାଭବାନ୍ ହେବେ। ଚାକିରିଆଙ୍କୁ ପ୍ରମୋସନ୍ ମିଳିବ। ପଡିରହିଥିବା ଅଧା କାର୍ଯ୍ୟକୁ ପୂରା କରିବାରେ ସଫଳ ହେବେ। ପ୍ରେମ ବିବାହରେ ଆସୁଥିବା ପ୍ରତିବନ୍ଧକ ଦୂର ହେବ। ଟେନସନ୍ ରୁ ମୁକ୍ତି ମିଳିବ।


    ତୁଳା-: ତୁଳା ରାଶିଙ୍କ ଭାଗ୍ୟ ଚମକି ଉଠିବ। ଡିସେମ୍ବର ମାସରୁ ଭାଗ୍ୟ ଆପଣଙ୍କ ସାଥ୍ ଦେବ। ଯଦି କୌଣସି ସଂସ୍ଥାରେ ଟଙ୍କା ବିନିଯୋଗ କରିବା ପାଇଁ ଯୋଜନା କରୁଛନ୍ତି । ଏହି ସମୟରେ କରନ୍ତୁ ଭଲ ଲାଭ ପାଇବେ। ପ୍ରତିଷ୍ଠା ଲାଭ କରିବେ। ଜୀବନ ସାଥୀଙ୍କ ଖୋଜି ପାଇବେ।

    (Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। Zee Odisha News ଏହାକୁ ନିଶ୍ଚିତ କରେ ନାହିଁ। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)
     

    Add Zee News as a Preferred Source