Viral Video: ଓଡ଼ିଆ କଣ୍ଠଶିଳ୍ପୀ ଅନ୍ତରା ଚକ୍ରବର୍ତ୍ତୀ। ଅନେକ ସମୟରେ ତାଙ୍କର ଭିଡିଓ ସୋସିଆଲ୍ ମିଡିଆରେ ବେଶ୍ ଭାଇରାଲ୍ ହୋଇଛି । ତେବେ, ଏହାରି ଭିତରେ ଆଉ ଏକ ଭିଡି଼ଓ ଭାଇରାଲ୍ ହୋଇଛି। ଦେଖନ୍ତୁ... Disclaimer: ଆପଣ ଦେଖୁଥିବା ଏହି ଭିଡିଓଟି କେବଳ ମନୋରଞ୍ଜନଧର୍ମୀ । ଏଥିରେ ଜୀ ଓଡ଼ିଶା ନ୍ୟୁଜ୍ ନିଜସ୍ୱ କୌଣସି ସତ୍ୟତା ପୁଷ୍ଟି କରେ ନାହିଁ। କୌଣସି ନକରାତ୍ମକ ଉଦ୍ଦେଶ୍ୟରେ ବ୍ୟବହାର କରାଗଲେ ଜୀ ଓଡ଼ିଶା ନ୍ୟୁଜ ଦାୟୀ ରହିବ ନାହିଁ।