Viral Video: ଓଡ଼ିଆ କଣ୍ଠଶିଳ୍ପୀ ଅନ୍ତରା ଚକ୍ରବର୍ତ୍ତୀ। ତାଙ୍କର ଗୀତ ଲୋକଙ୍କ ମନ କିଣେ। ତେବେ, ଏହାରି ଭିତରେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେଉଛି। ଭିଡିଓରେ ଦେଖିବାକୁ ମିଳିଛି ଯେ, ଅନ୍ତରା ରାସ୍ତା କଡରେ ଏକ ଗୀତରେ ଡାନ୍ସ କରି...