Viral Video: ଓଲିଉଡ୍ କୁଇନ୍ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ସେ ଓଡିଆ ଫିଲ୍ମ ଜଗତର ଜଣାଶୁଣା ଅଭିନେତ୍ରୀ। ତେବେ, ଏହାରି ଭିତରେ ତାଙ୍କର ଏକ ଭିଡ଼ିଓ ଭାଇରାଲ୍ ହୋଇଛି। ତାହା ପୁଣି ଦୁର୍ଗାଷ୍ଟମୀରେ ଦେଖନ୍ତୁ.... Disclaimer: ଆପଣ ଦେଖୁଥିବା ଏହି ଭିଡିଓଟି କେବଳ ମନୋରଞ୍ଜନଧର୍ମୀ । ଏଥିରେ ଜୀ ଓଡ଼ିଶା ନ୍ୟୁଜ୍ ନିଜସ୍ୱ କୌଣସି ସତ୍ୟତା ପୁଷ୍ଟି କରେ ନାହିଁ। କୌଣସି ନକରାତ୍ମକ ଉଦ୍ଦେଶ୍ୟରେ ବ୍ୟବହାର କରାଗଲେ ଜୀ ଓଡ଼ିଶା ନ୍ୟୁଜ ଦାୟୀ ରହିବ ନାହିଁ।