Viral Video: ଓଡ଼ିଆ ଅଭିନେତ୍ରୀ ଲିପି ମହାପାତ୍ର। ଅନେକ ଆଲବମ୍ ଓ ଲୋକପ୍ରିୟ ରିଆଲିଟି ସୋ' ରେ କାମ କରି ସେ ଖୁବ୍ ଚର୍ଚ୍ଚାରେ ରହି ଆସିଛନ୍ତି। ତାଙ୍କର ବିବାହକୁ ନେଇ ଅନେକ ସମୟରେ ଅନେକ ଗୁଜବ ସୋସିଆଲ ମିଡିଆରେ ଦେଖିବାକୁ ମିଳିଥାଏ। ନିକଟରେ ସେ ନିଜର ଏକ ସୁନ୍ଦର ଭିଡିଓ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ସେୟାର କରିଛନ୍ତି। ଦେଖନ୍ତୁ ଏହି ଭିଡିଓ...Disclaimer: ଆପଣ ଦେଖୁଥିବା ଏହି ଭିଡିଓଟି କେବଳ ମନୋରଞ୍ଜନଧର୍ମୀ । ଏଥିରେ ଜୀ ଓଡ଼ିଶା ନ୍ୟୁଜ୍ ନିଜସ୍ୱ କୌଣସି ସତ୍ୟତା ପୁଷ୍ଟି କରେ ନାହିଁ। କୌଣସି ନକରାତ୍ମକ ଉଦ୍ଦେଶ୍ୟରେ ବ୍ୟବହାର କରାଗଲେ ଜୀ ଓଡ଼ିଶା ନ୍ୟୁଜ ଦାୟୀ ରହିବ ନାହିଁ।