Viral Video: ଓଡ଼ିଆ ମନୋରଞ୍ଜନ ଜଗତର ପରିଚିତ ଚେହେରା ଲିପି ମହାପାତ୍ର ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଅନେକ ଆଲବମ୍ ଓ ଲୋକପ୍ରିୟ ରିଆଲିଟି ସୋ’ରେ କାମ କରି ସେ ଦର୍ଶକଙ୍କ ମଧ୍ୟରେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ଏବେ ତାଙ୍କର ଏକ ନୂଆ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଆରମ୍ଭ ହୋଇଛି। ନିକଟରେ ଲିପି ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ସୁନ୍ଦର ଭିଡିଓ ସେୟାର କରିଛନ୍ତି। ଏହି ଭିଡିଓକୁ ନେଇ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳୁଛି। Disclaimer: ଆପଣ ଦେଖୁଥିବା ଏହି ଭିଡିଓଟି କେବଳ ମନୋରଞ୍ଜନଧର୍ମୀ । ଏଥିରେ ଜୀ ଓଡ଼ିଶା ନ୍ୟୁଜ୍ ନିଜସ୍ୱ କୌଣସି ସତ୍ୟତା ପୁଷ୍ଟି କରେ ନାହିଁ। କୌଣସି ନକରାତ୍ମକ ଉଦ୍ଦେଶ୍ୟରେ ବ୍ୟବହାର କରାଗଲେ ଜୀ ଓଡ଼ିଶା ନ୍ୟୁଜ ଦାୟୀ ରହିବ ନାହିଁ।