• हिन्दीEnglishमराठीবাংলাதமிழ்മലയാളംગુજરાતીతెలుగుಕನ್ನಡଓଡ଼ିଶାZ BharatPHHBusinessWION
  • facebookyoutubetwitterwhatsapp
Zee News Odia
  • ଖବର
  • ଭିଡିଓ
  • ଫୋଟୋ
  • ଲାଇଭ୍ ବ୍ଲଗ୍
  • ସହର

Add Zee Business As A Preferred Source
App
  • ଲାଇଭ୍ ଟିଭି
  • ଓଡ଼ିଶା
  • ଜାତୀୟ
  • ଆନ୍ତର୍ଜାତୀୟ
  • ମନୋରଞ୍ଜନ
  • କ୍ରୀଡ଼ା
  • ଧର୍ମ
  • ଚାକିରି
  • ଜି ନ୍ୟୁଜ୍ ଓଡ଼ିଶା
  • /କ୍ରୀଡ଼ା
  • /Preeti Jhankar: ଜାତୀୟ ଜିମ୍ନାଷ୍ଟିକ୍ସ ଚାମ୍ପିୟନସିପ୍‌ରେ ଚମକିଲେ ଓଡ଼ିଆ ଝିଅ ପ୍ରୀତି, ଜିତିଲେ ଦୁଇଟି ସ୍ୱର୍ଣ୍ଣ

Preeti Jhankar: ଜାତୀୟ ଜିମ୍ନାଷ୍ଟିକ୍ସ ଚାମ୍ପିୟନସିପ୍‌ରେ ଚମକିଲେ ଓଡ଼ିଆ ଝିଅ ପ୍ରୀତି, ଜିତିଲେ ଦୁଇଟି ସ୍ୱର୍ଣ୍ଣ

ଡିଏଭି ପବ୍ଲିକ୍ ସ୍କୁଲ, କଳିଙ୍ଗନଗର ପକ୍ଷରୁ ୧୭ ବର୍ଷରୁ କମ୍ ବାଳିକା ବିଭାଗରେ ପ୍ରତିନିଧିତ୍ୱ କରି ପ୍ରୀତି ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ସରେ ଚମତ୍କାର ପ୍ରଦର୍ଶନ କରିଥିଲେ। ସେ ବ୍ୟକ୍ତିଗତ ଅଲ୍-ଆରାଉଣ୍ଡ ବର୍ଗ ଏବଂ ବାଲାନ୍ସିଂ ବିମ୍ ବର୍ଗରେ ସ୍ୱର୍ଣ୍ଣ ପଦକ ଜିତି ଏହି ଗୌରବ ଅର୍ଜନ କରିଛନ୍ତି।

Written ByPriyambada RanaEdited ByPriyambada Rana
Published: Nov 03, 2026, 07:10 PM IST|Updated: Nov 03, 2026, 07:12 PM IST
joinshare
Preeti Jhankar: ଜାତୀୟ ଜିମ୍ନାଷ୍ଟିକ୍ସ ଚାମ୍ପିୟନସିପ୍‌ରେ ଚମକିଲେ ଓଡ଼ିଆ ଝିଅ ପ୍ରୀତି, ଜିତିଲେ ଦୁଇଟି ସ୍ୱର୍ଣ୍ଣ
Image Credit: Preeti Jhankar: ଜାତୀୟ ଜିମ୍ନାଷ୍ଟିକ୍ସ ଚାମ୍ପିୟନସିପ୍‌ରେ ଚମକିଲେ ଓଡ଼ିଆ ଝିଅ ପ୍ରୀତି, ଜିତିଲେ ଦୁଇଟି ସ୍ୱର୍ଣ୍ଣ

About the Author

    Priyambada Rana

    Priyambada Rana

    I am Priyambada Rana, a journalist and content professional with experience in digital media and journalism. I previously worked with Krishi Jagran, where I gained experience in agricultural journalism and content creation. Currently, I am working as a Sub-Editor at India.com, focusing on content writing, editing, research, and producing engaging digital content for readers.
    Read More

    ଟ୍ରେଣ୍ଡିଂ

    • ଖବର
    • ଫୋଟୋ
    • ଭିଡିଓ
    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    2

    Top 10 News: ଚୁଟକିରେ ପଢ଼ନ୍ତୁ ଆଜି ଦିନ ତମାମର ୧୦ଟି ଗୁରୁତ୍ୱପୂର୍ଣ୍ଣ ଖବର..

    3

    ଓଡ଼ିଶାକୁ ଆଉ ୧ ଲକ୍ଷ ପିଏମ୍ ଆବାସ, ମୋଟ ମଞ୍ଜୁରୀ ୫ ଲକ୍ଷ; ବଲାଙ୍ଗୀରରୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    4

    Jubilant Ingrevia: ଜୁବିଲାଣ୍ଟ କାରଖାନା ବିରୋଧରେ ସ୍ୱର ଉଠାଇବାରୁ ଧମକ! ZEE MEDIA ରିପୋର୍ଟ ପରେ ହଇଚଇ

    5

    ଓଡ଼ିଶା ହାଇକୋର୍ଟରେ ବିଚାରପତି ସଙ୍କଟ! ୩୩ ପଦରୁ ୨୦ ଖାଲି, କେନ୍ଦ୍ରକୁ ଚିଠି ଲେଖିଲେ ସସ୍ମିତ

    logo
    • contact us
    • privacy policy
    • legal
    • investor info
    • advertise with us
    © 1998-2026 Indiadotcom Digital Private Limited, All Rights Reserved.

    Preeti Jhankar: ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ଡିଏଭି ପବ୍ଲିକ୍ ସ୍କୁଲ, କଳିଙ୍ଗନଗର, ଭୁବନେଶ୍ୱରର ଏକାଦଶ ଶ୍ରେଣୀର ଛାତ୍ରୀ ପ୍ରୀତି ଝଙ୍କାର। ସେ ମହାରାଷ୍ଟ୍ରର ପୁଣେସ୍ଥିତ ରାହତାନୀର ଏସ୍‌ଏନ୍‌ବିପି ଇଣ୍ଟରନ୍ୟାସନାଲ୍ ସ୍କୁଲଠାରେ ୨୬ ଅକ୍ଟୋବରରୁ ୩୧ ଅକ୍ଟୋବର ୨୦୨୬ ପର୍ଯ୍ୟନ୍ତ ଅନୁଷ୍ଠିତ ସିବିଏସ୍ଇ ଜାତୀୟ ଜିମ୍ନାଷ୍ଟିକ୍ସ ଚାମ୍ପିୟନସିପ୍–୨୦୨୬ରେ ଦୁଇଟି ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି।

    ଡିଏଭି ପବ୍ଲିକ୍ ସ୍କୁଲ, କଳିଙ୍ଗନଗର ପକ୍ଷରୁ ୧୭ ବର୍ଷରୁ କମ୍ ବାଳିକା ବିଭାଗରେ ପ୍ରତିନିଧିତ୍ୱ କରି ପ୍ରୀତି ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ସରେ ଚମତ୍କାର ପ୍ରଦର୍ଶନ କରିଥିଲେ। ସେ ବ୍ୟକ୍ତିଗତ ଅଲ୍-ଆରାଉଣ୍ଡ ବର୍ଗ ଏବଂ ବାଲାନ୍ସିଂ ବିମ୍ ବର୍ଗରେ ସ୍ୱର୍ଣ୍ଣ ପଦକ ଜିତି ଏହି ଗୌରବ ଅର୍ଜନ କରିଛନ୍ତି।

    ତାଙ୍କର ଏହି ସଫଳତା ତାଙ୍କ ନିଷ୍ଠା, ଅଧ୍ୟବସାୟ, ଶୃଙ୍ଖଳା ଏବଂ କ୍ରୀଡ଼ା ପ୍ରତି ସମର୍ପଣର ପ୍ରତିଫଳନ। ପ୍ରୀତିଙ୍କ ଏହି ସଫଳତା ତାଙ୍କ ବିଦ୍ୟାଳୟ, ପରିବାର ତଥା ସମଗ୍ର ଓଡ଼ିଶା ପାଇଁ ଗୌରବ ଓ ଆନନ୍ଦର ବିଷୟ। ତାଙ୍କର ଏହି ଉପଲବ୍ଧି ରାଜ୍ୟର ଅନ୍ୟ ଯୁବ ଜିମ୍ନାଷ୍ଟମାନଙ୍କୁ ପ୍ରେରଣା ଯୋଗାଇବା ସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ କ୍ରୀଡ଼ା ପ୍ରତିଭାର ବିକାଶ ଓ ପ୍ରୋତ୍ସାହନର ଗୁରୁତ୍ୱକୁ ପ୍ରତିପାଦିତ କରୁଛି।

    Add Zee News as a Preferred Source
    TAGS:
    Trending News