• हिन्दीEnglishमराठीবাংলাதமிழ்മലയാളംગુજરાતીతెలుగుಕನ್ನಡଓଡ଼ିଶାZ BharatPHHBusinessWION
  • facebookyoutubetwitterwhatsapp
Zee News Odia
  • ଖବର
  • ଭିଡିଓ
  • ଫୋଟୋ
  • ଲାଇଭ୍ ବ୍ଲଗ୍
  • ସହର

Add Zee Business As A Preferred Source
App
  • ଲାଇଭ୍ ଟିଭି
  • ଓଡ଼ିଶା
  • ଜାତୀୟ
  • ଆନ୍ତର୍ଜାତୀୟ
  • ମନୋରଞ୍ଜନ
  • କ୍ରୀଡ଼ା
  • ଧର୍ମ
  • ଚାକିରି
  • ଜି ନ୍ୟୁଜ୍ ଓଡ଼ିଶା
  • /ଉପଯୋଗିତା
  • /Da Hike: ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିଲା ଖୁସି ଖବର! ୮ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା

Da Hike: ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିଲା ଖୁସି ଖବର! ୮ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା

Da Hike: ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିଲା ଖୁସି ଖବର! ବଢିଲା ମହଙ୍ଗା ଭତ୍ତା!

Reported ByNarmada BeheraEdited ByNarmada Behera
Published: Sep 24, 2026, 06:06 PM IST|Updated: Sep 24, 2026, 06:09 PM IST
joinshare
Da Hike: ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିଲା ଖୁସି ଖବର! ୮ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା
Image Credit: ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିଲା ଖୁସି ଖବର! ବଢିଲା ମହଙ୍ଗା ଭତ୍ତା!୮ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

About the Author

    Narmada Behera

    Narmada Behera

    ସାମ୍ୱାଦିକତା କ୍ଷେତ୍ରରେ ଦୀର୍ଘ ୧୨ ବର୍ଷର ଅଭିଜ୍ଞତା ରହିଛି । ସମ୍ୱାଦ, ନକ୍ଷତ୍ର ନ୍ୟୁଜ୍, ଇଟିଭି ପରେ ଜୀ ଡିଜିଟାଲରେ କାର୍ଯ୍ୟରତ । ମନୋରଞ୍ଜନଠୁ ଆରମ୍ଭ କରି ପାଣିପାଗ ଏବଂ ଜାତୀୟ ଓ ଅନ୍ତର୍ଜାତୀୟ ଖବର ଲେଖିବାରେ ରୁଚି ରହିଛି ।
    Read More

    ଟ୍ରେଣ୍ଡିଂ

    • ଖବର
    • ଫୋଟୋ
    • ଭିଡିଓ
    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    2

    Top 10 News: ଚୁଟକିରେ ପଢ଼ନ୍ତୁ ଆଜି ଦିନ ତମାମର ୧୦ଟି ଗୁରୁତ୍ୱପୂର୍ଣ୍ଣ ଖବର..

    3

    ଓଡ଼ିଶାକୁ ଆଉ ୧ ଲକ୍ଷ ପିଏମ୍ ଆବାସ, ମୋଟ ମଞ୍ଜୁରୀ ୫ ଲକ୍ଷ; ବଲାଙ୍ଗୀରରୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    4

    Jubilant Ingrevia: ଜୁବିଲାଣ୍ଟ କାରଖାନା ବିରୋଧରେ ସ୍ୱର ଉଠାଇବାରୁ ଧମକ! ZEE MEDIA ରିପୋର୍ଟ ପରେ ହଇଚଇ

    5

    ଓଡ଼ିଶା ହାଇକୋର୍ଟରେ ବିଚାରପତି ସଙ୍କଟ! ୩୩ ପଦରୁ ୨୦ ଖାଲି, କେନ୍ଦ୍ରକୁ ଚିଠି ଲେଖିଲେ ସସ୍ମିତ

    logo
    • contact us
    • privacy policy
    • legal
    • investor info
    • advertise with us
    © 1998-2026 Indiadotcom Digital Private Limited, All Rights Reserved.


    Da Hike: ଦୁର୍ଗାପୂଜା ପୂର୍ବରୁ  ସରକାରୀ କର୍ମଚାରୀଙ୍କୁ ମିଳିଲା ଖୁସି ଖବର! ବଢିଲା ମହଙ୍ଗା ଭତ୍ତା!୮ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅର୍ଥ ବିଭାଗ ଦ୍ବାରା ଜାରି କରାଯାଇଥିବା ଚିଠି ରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୨ ରୁ ୫୦ ପ୍ରତିଶତ କୁ ବୃଦ୍ଧି ହୋଇଛି। ଯାହା ୧ ସେପ୍ଟେମ୍ବରରୁ କାର୍ଯ୍ୟକାରୀ ହେବ।  ଯାହା ଦ୍ବାରା ପଞ୍ଜାବର ଲକ୍ଷ ଲକ୍ଷ କର୍ମଚାରୀ ଓ ପେନସନଭୋଗୀ ଲାଭବାନ୍ ହେବେ।

    ଅର୍ଥ ବିଭାଗର  ଦ୍ବାରା ଜାରି କରାଯାଇଥିବା ନିର୍ଦ୍ଦେଶାନାମା ଆଦେଶରେ କୁହାଯାଇଛି ଯେ,ରାଜ୍ୟପାଳ ସମସ୍ତ ସରକାରୀ କର୍ମଚାରୀଙ୍କୁ ୮ ପ୍ରତିଶତ ମହଙ୍ଗା ଭତ୍ତା ୮ ପ୍ରତିଶତ ବୃଦ୍ଧି କରିବାକୁ ଅନୁମୋଦନ କରିଛନ୍ତି। ଯାହା ୪୨ ପ୍ରତିଶତରୁ ୫୦ ପ୍ରତିଶତକୁ ମହଙ୍ଗା ଭତ୍ତା ବୃଦ୍ଧି ହୋଇଛି। 
    ଯାହା ପଞ୍ଜାବର ସମସ୍ତ କର୍ମଚାରୀଙ୍କ ପାଇଁ ଲାଗୁ ହେବ।  


    ଅର୍ଥ ବିଭାଗ ମହଙ୍ଗା ଭତ୍ତା ବୃଦ୍ଧି ସମ୍ପର୍କରେ ସୂଚନା ପଞ୍ଜାବର ମହାଲେଖାଗା ଙ୍କୁ ପଠାଇଛି। ଏହାକୁ ଜିଲ୍ଲା କୋଷାଗାର ଅଧିକାରୀ ଏବଂ ଅନ୍ୟାନ୍ୟ ଅଧିକାରୀଙ୍କୁ ମଧ୍ୟ ପଠାଯାଇଛି। ଯାହା ଦ୍ବାରା ସେମାନେ କର୍ମଚାରୀଙ୍କୁ ସେମାନଙ୍କ ବର୍ଦ୍ଧିତ ଦରମା ଦେବାରେ ସାହାର୍ଯ୍ୟ କରିବ।ତେବେ,ଜାରି କରାଯାଇଥିବା ନିର୍ଦ୍ଦେଶାନାମାରେ କୁହାଯାଇଛି ଯେ, ୫୦ ପ୍ରତିଶତ ମହଙ୍ଗା ଭତ୍ତା ସେପ୍ଟେମ୍ବର ୧ ,୨୦୨୬ ରୁ ଲାଗୁ ହେବ। ଏହା ୨୦୨୬ , ସେପ୍ଟେମ୍ବର ୧ ରୁ ଦରମା ପ୍ରଦାନ କରାଯିବ।ଏହିପରି ଭାବରେ କର୍ମଚାରୀମାନେ ଅକ୍ଟୋବର ୧ ରେ ପ୍ରାପ୍ତ ସେପ୍ଟେମ୍ବର ଦରମାରେ ବର୍ଦ୍ଧିତ ମହଙ୍ଗା ଭତ୍ତାର ଲାଭ ପାଇପାରିବେ।

    Add Zee News as a Preferred Source