SOCIAL MEDIA

Newsletter

PARTNER SITES
भाषा चुनें राज्य चुनें

Gold Rate Today: ଆଜି କେତେ ରହିଛି ସୁନା ରେଟ୍? ଜାଣନ୍ତୁ...

ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ଦିର୍ଘ ଦିନ ପରେ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?

Written By Narmada Behera Edited By Narmada Behera
Published: Oct 03, 2026, 11:59 AM IST | Updated: Oct 03, 2026, 12:04 PM IST
Image Credit: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ଦିର୍ଘ ଦିନ ପରେ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି।
Join

Gold Rate Today: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ଦିର୍ଘ ଦିନ ପରେ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୧,୩୮,୦୦୪ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୧,୫୦,୫୫୦ ଟଙ୍କା ରହିଛି। ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ଦାମ୍  ୧,୩୭,୫୧୮ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୧,୫୦ ,୦୨୦ ଟଙ୍କା ରହିଛି।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍  ସୁନାର ୧୦ ଗ୍ରାମ୍ ରେଟ୍ ୧,୩୮,୧୫୧ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୧,୫୦,୭୧୦ ଟଙ୍କା ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ଦାମ୍ ୧,୩୭,୭୪୮ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୧,୫୦,୨୭୦ ଟଙ୍କା ରହିଛି।


ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍  ରେଟ୍ ୧,୩୭,୫୭୩ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୧,୫୦,୦୮୦ ଟଙ୍କା ରହିଛି।ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୧,୩୭,୭୮୪ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୧,୫୦,୩୧୦ ଟଙ୍କା ରହିଛି।ଏବଂ ୧୮ କ୍ୟାରେଟ୍ ର ରେଟ୍ ୧,୧୨,୭୩୩ ଟଙ୍କା ରହିଛି। ଏ-ବଂ ରୂପା କେଜି ପିଛା ଦର ୨୨୬,୫୯୦ ଟଙ୍କାରେ ପହଞ୍ଚିଛି।


(Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ବିଜନେସ୍ ଓ୍ବେବସାଇଟ୍ https://bullions.co.in/location/india/ ଉପରେ ଆଧାରିତ।)

 

Add Zee News as a Preferred Source
TAGS:

About the Author

ସାମ୍ୱାଦିକତା କ୍ଷେତ୍ରରେ ଦୀର୍ଘ ୧୨ ବର୍ଷର ଅଭିଜ୍ଞତା ରହିଛି । ସମ୍ୱାଦ, ନକ୍ଷତ୍ର ନ୍ୟୁଜ୍, ଇଟିଭି ପରେ ଜୀ ଡିଜିଟାଲରେ କାର୍ଯ୍ୟରତ । ମନୋରଞ୍ଜନଠୁ ଆରମ୍ଭ କରି ପାଣିପାଗ ଏବଂ ଜାତୀୟ ଓ ଅନ୍ତର୍ଜାତୀୟ ଖବର ଲେଖିବାରେ ରୁଚି ରହିଛି ।
Read More

ZEENEWS TRENDING STORIES