• हिन्दीEnglishमराठीবাংলাதமிழ்മലയാളംગુજરાતીతెలుగుಕನ್ನಡଓଡ଼ିଶାZ BharatPHHBusinessWION
  • facebookyoutubetwitterwhatsapp
Zee News Odia
  • ଖବର
  • ଭିଡିଓ
  • ଫୋଟୋ
  • ଲାଇଭ୍ ବ୍ଲଗ୍
  • ସହର

Add Zee Business As A Preferred Source
App
  • ଲାଇଭ୍ ଟିଭି
  • ଓଡ଼ିଶା
  • ଜାତୀୟ
  • ଆନ୍ତର୍ଜାତୀୟ
  • ମନୋରଞ୍ଜନ
  • କ୍ରୀଡ଼ା
  • ଧର୍ମ
  • ଚାକିରି
  • ଜି ନ୍ୟୁଜ୍ ଓଡ଼ିଶା
  • /ଉପଯୋଗିତା
  • /Mangal Gochar 2026: ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ ,୪ ରାଶିଙ୍କ ଫିଟିବ ଭାଗ୍ୟ ମିଳିବ ଗୁଡ୍ ନ୍ୟୁଜ୍

Mangal Gochar 2026: ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ ,୪ ରାଶିଙ୍କ ଫିଟିବ ଭାଗ୍ୟ ମିଳିବ ଗୁଡ୍ ନ୍ୟୁଜ୍

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ , ଅକ୍ଟୋବର ୧୭ ତାରିଖରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଆଶ୍ଲେଷା ନକ୍ଷତ୍ରକୁ ଚଳନ କରିବେ। ଏବଂ ସେପ୍ଟେମ୍ବର ୧୨ ତାରିଖ ଯାଏଁ ସେ ଏହି ରାଶିରେ ରହିବେ।

Written ByNarmada BeheraEdited ByNarmada Behera
Published: Oct 16, 2026, 12:57 PM IST|Updated: Oct 16, 2026, 12:59 PM IST
joinshare
Mangal Gochar 2026:  ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ ,୪ ରାଶିଙ୍କ ଫିଟିବ ଭାଗ୍ୟ ମିଳିବ ଗୁଡ୍ ନ୍ୟୁଜ୍
Image Credit: Mangal Gochar 2026: ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ ,୪ ରାଶିଙ୍କ ଫିଟିବ ଭାଗ୍ୟ ମିଳିବ ଗୁଡ୍ ନ୍ୟୁଜ୍

About the Author

    Narmada Behera

    Narmada Behera

    ସାମ୍ୱାଦିକତା କ୍ଷେତ୍ରରେ ଦୀର୍ଘ ୧୨ ବର୍ଷର ଅଭିଜ୍ଞତା ରହିଛି । ସମ୍ୱାଦ, ନକ୍ଷତ୍ର ନ୍ୟୁଜ୍, ଇଟିଭି ପରେ ଜୀ ଡିଜିଟାଲରେ କାର୍ଯ୍ୟରତ । ମନୋରଞ୍ଜନଠୁ ଆରମ୍ଭ କରି ପାଣିପାଗ ଏବଂ ଜାତୀୟ ଓ ଅନ୍ତର୍ଜାତୀୟ ଖବର ଲେଖିବାରେ ରୁଚି ରହିଛି ।
    Read More

    ଟ୍ରେଣ୍ଡିଂ

    • ଖବର
    • ଫୋଟୋ
    • ଭିଡିଓ
    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    2

    Top 10 News: ଚୁଟକିରେ ପଢ଼ନ୍ତୁ ଆଜି ଦିନ ତମାମର ୧୦ଟି ଗୁରୁତ୍ୱପୂର୍ଣ୍ଣ ଖବର..

    3

    ଓଡ଼ିଶାକୁ ଆଉ ୧ ଲକ୍ଷ ପିଏମ୍ ଆବାସ, ମୋଟ ମଞ୍ଜୁରୀ ୫ ଲକ୍ଷ; ବଲାଙ୍ଗୀରରୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    4

    Jubilant Ingrevia: ଜୁବିଲାଣ୍ଟ କାରଖାନା ବିରୋଧରେ ସ୍ୱର ଉଠାଇବାରୁ ଧମକ! ZEE MEDIA ରିପୋର୍ଟ ପରେ ହଇଚଇ

    5

    ଓଡ଼ିଶା ହାଇକୋର୍ଟରେ ବିଚାରପତି ସଙ୍କଟ! ୩୩ ପଦରୁ ୨୦ ଖାଲି, କେନ୍ଦ୍ରକୁ ଚିଠି ଲେଖିଲେ ସସ୍ମିତ

    logo
    • contact us
    • privacy policy
    • legal
    • investor info
    • advertise with us
    © 1998-2026 Indiadotcom Digital Private Limited, All Rights Reserved.

    Mangal Gochar 2026: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ , ଅକ୍ଟୋବର ୧୭ ତାରିଖରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଆଶ୍ଲେଷା ନକ୍ଷତ୍ରକୁ ଚଳନ କରିବେ। ଏବଂ ସେପ୍ଟେମ୍ବର  ୧୨ ତାରିଖ ଯାଏଁ ସେ ଏହି ରାଶିରେ ରହିବେ। ଯଦି ଜାତକରେ ମଙ୍ଗଳଙ୍କ ସ୍ଥିତି ମଜବୁତ୍ ଥାଏ। ତେବେ, ବ୍ୟକ୍ତି ଅମାପ ଧନ-ସମ୍ପତ୍ତିର ଅଧିକାରୀ ହୋଇଥାଏ। ତେବେ, ଆସନ୍ତୁ ଜାଣିବା କେଉଁ ରାଶିଙ୍କ ଭାଗ୍ୟ ଚମକିବାକୁ ଯାଉଛି।...

    ମେଷ ରାଶି-: ମଙ୍ଗଳଙ୍କ କୃପାରୁ ଏହି ରାଶିଙ୍କ ଭାଗ୍ୟ ଚମକିବାକୁ ଯାଉଛି। ଆର୍ଥିକ ସ୍ଥିତି ମଜବୁତ୍ ହେବ। ଦିର୍ଘ ଦିନ ଧରି ପଡି ରହିଥିବା କାର୍ଯ୍ୟ କୁ ଶେଷ କରିବାରେ ସମର୍ଥ ହେବେ। ଚାକିରି କରିଥିବା ଲୋକଙ୍କୁ ପଦୋନ୍ନତି ସହ ନୂତନ ଅଫର ମିଳିବ। ବରିଷ୍ଠ ଅଧିକାରୀଙ୍କ ଠାରୁ ସମ୍ପାନ ମିଳିବ। ବରିଷ୍ଠ ଅଧିକାରୀ ଆପଣଙ୍କ କାର୍ଯ୍ୟକୁ ଭୁରି ଭୁରି ପ୍ରଂଶସା କରିବେ। ବ୍ୟବସାୟୀମାନଙ୍କ ଲାଗି ସମୟ ଅନୁକୂଳ ରହିବ। ବ୍ୟବସାୟୀମାନେ ଦିର୍ଘ ଦିନ ଧରି ଅପେକ୍ଷା କରିଥିବା ଡିଲ୍ ଫାଇନାଲ୍ କରିବେ। ଯେଉଁଥିରୁ ଅପ୍ରତ୍ୟାଶିତ ଲାଭ ପାଇବେ। ସ୍ବାସ୍ଥ୍ୟ ଭଲ ରହିବ।  ଦିର୍ଘ ଦିନ ଧରି, ଲାଗି ରହିଥିବା କୋର୍ଟ କଚେରୀ ମାମଲାର ରାୟ ଆପଣଙ୍କ ସପକ୍ଷରେ ରହିବ। ପରିବାର ସହ ହୋଇଥିବା ମନୋମାଳିନ୍ୟ ଦୂର ହେବ।


    କର୍କଟ ରାଶି-: କର୍କଟ ରାଶିଙ୍କ ପାଇଁ ସମୟ ବେଶ୍ ଶୁଭ ରହିବ। ଦିର୍ଘ ଦିନ ଧରି ଜୀବନରେ ଲାଗି ରହିଥିବା ସମସ୍ୟା ଦୂର ହେବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପୁରୁଣା ବିନିଯୋଗରୁ ଲାଭ ପାଇବେ। କୌଣସି ଗୁରୁତ୍ବପୂର୍ଣ୍ଣ ନିସ୍ପତ୍ତି ନେଇପାରନ୍ତି। ପୈତୃକ ସମ୍ପତ୍ତିରୁ ଲାଭ ପାଇବେ।  ବିଦେଶ ଯାତ୍ରାର ଯୋଗ ରହିଛି। ହେଲେ, ପ୍ରେମ ସମ୍ପର୍କରେ ସେଭଳି କିଛି ଖୁସି ଖବର ମିଳିବ ନାହିଁ। ପ୍ରେମ ସମ୍ପର୍କରେ ଫାଟ ଦେଖାଦେଇପାରେ। ଯେଉଁମାନେ କମ୍ପିଟେଟିଭ୍ ଏକଜାମ୍ ଦେଉଛନ୍ତି,ସେମାନଙ୍କ ଲାଗି ସମୟ ଅନୁକୂଳ ରହିବ। ଏହି ସମୟରେ ସେମାନେ ଭଲ ରେଜଲ୍ଟ କରିବେ। ସାଙ୍ଗ ସାଥୀଙ୍କ ସହ ସମ୍ପର୍କ ମଜବୁତ୍ ହେବ। ଅବିବାହିତଙ୍କ ଲାଗି ଭଲ ବିବାହ ପ୍ରସ୍ତାବ ଆସିବ।

    ବିଛା-: ମଙ୍ଗଳଙ୍କ କୃପାରୁ ଏହି ରାଶିଙ୍କ ଭାଗ୍ୟ ଚମକିବ। ବିଶେଷକରି,ଆର୍ଥିକ ସ୍ଥିତି ଭଲ ରହିବ। ଆକସ୍ମିକ ଧନଲାଭର ଯୋଗ ରହିଛି। ଯଦି ଆପଣ ଚାକିରି ପରିବର୍ତ୍ତନ ପାଇଁ ଯୋଜନା କରୁଛନ୍ତି। ଏହି ସମୟରେ,ଚେଷ୍ଟା କରନ୍ତୁ,ଭଲ ଶୁଭ ଫଳ ପାଇବେ। ୧୭ ତାରିଖ ପରେ କୌଣସି ପ୍ରକାର ଶୁଭ କାର୍ଯ୍ୟ କରନ୍ତୁ, ଭଲ ଫଳ ପାଇବେ। ପ୍ରେମୀମାନେ ନିଜ ସାଥୀଙ୍କ ସହ ରୋମାଣ୍ଟିକ୍ ଡେଟ୍ ରେ ଯିବେ। ଅଜଣା ବ୍ୟକ୍ତିଙ୍କ ସହ ପ୍ରେମ ସମ୍ପର୍କ ବଢିପାରେ। ବିବାହିତଙ୍କ ଲାଗି ସମୟ ଅନୁକୂଳ ରହିବ। ଆର୍ଥିକ ସ୍ଥିତି ଭଲ ରହିଲେ ମଧ୍ୟ ଖର୍ଚ୍ଚ ବଢିବ।  


    ମକର-:ମକର ରାଶିଙ୍କ ପାଇଁ ସମୟ ଖାସ୍ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ନୂଆ ଘର କି ଗାଡ଼ି କିଣିପାରନ୍ତି। କର୍ମକ୍ଷେତ୍ରରେ କଠିନ ପରିଶ୍ରମର ଫଳ ପାଇବେ। ଋଣ ସୁଝିବାରେ ସକ୍ଷମ ହେବେ। ଦିର୍ଘ ଦିନର ଆଶା ପୂରା ହେବ। ନୂଆ କରି ବିବାହ କରିଥିବା ଲୋକେ ସନ୍ତାନ ପ୍ରାପ୍ତି ନେଇ ଖୁସି ଖବର ପାଇବେ।  କ୍ୟାରିୟର ଦୃଷ୍ଟିକୋଣରୁ ସମୟ ଅନୁକୂଳ ରହିବ।

     

    (Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। Zee Odisha News ଏହାକୁ ନିଶ୍ଚିତ କରେ ନାହିଁ। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)

     

     

    Add Zee News as a Preferred Source
    TAGS:
    Astrology