• हिन्दीEnglishमराठीবাংলাதமிழ்മലയാളംગુજરાતીతెలుగుಕನ್ನಡଓଡ଼ିଶାZ BharatPHHBusinessWION
  • facebookyoutubetwitterwhatsapp
Zee News Odia
  • ଖବର
  • ଭିଡିଓ
  • ଫୋଟୋ
  • ଲାଇଭ୍ ବ୍ଲଗ୍
  • ସହର

Add Zee Business As A Preferred Source
App
  • ଲାଇଭ୍ ଟିଭି
  • ଓଡ଼ିଶା
  • ଜାତୀୟ
  • ଆନ୍ତର୍ଜାତୀୟ
  • ମନୋରଞ୍ଜନ
  • କ୍ରୀଡ଼ା
  • ଧର୍ମ
  • ଚାକିରି
  • ଜି ନ୍ୟୁଜ୍ ଓଡ଼ିଶା
  • /ଉପଯୋଗିତା
  • /Petrol Diesel Price Today: ଗ୍ରାହକଙ୍କ ପାଇଁ ଖୁସି ଖବର, ଜାଣନ୍ତୁ ଆଜି କମିଲା ନା ବଢିଲା ତେଲ ରେଟ୍!

Petrol Diesel Price Today: ଗ୍ରାହକଙ୍କ ପାଇଁ ଖୁସି ଖବର, ଜାଣନ୍ତୁ ଆଜି କମିଲା ନା ବଢିଲା ତେଲ ରେଟ୍!

Petrol Diesel Price Today: ଦେଶରେ ପ୍ରତ୍ୟକ ଦିନ ନୂଆ ପେଟ୍ରୋଲ୍ ଓ ଡିଜେଲ ଦର ଜାରି ହୋଇଥାଏ। ସକାଳ ୬ଟାରେ ନୂଆ ଦର ଜାରି ହୋଇଥାଏ। ତେବେ, ଆସନ୍ତୁ ଜାଣିବା ଆଜି ବିଶେଷକରି ରାଜ୍ୟର କେଉଁ ସ୍ଥାନରେ ତେଲ ଦର ଖସିଛି ଆଉ କେଉଁ ସ୍ଥାନରେ ବୃଦ୍ଧି ପାଇଛି। ନଜର ପକାନ୍ତୁ ପ୍ରମୁଖ ସହରରେ କେତେ ରହିଛି ଆଜିର ତୈଳ ଦର...

Written ByNarmada BeheraEdited ByNarmada Behera
Published: Oct 04, 2026, 11:25 AM IST|Updated: Oct 04, 2026, 11:26 AM IST
joinshare
Petrol Diesel Price Today:  ଗ୍ରାହକଙ୍କ ପାଇଁ ଖୁସି ଖବର, ଜାଣନ୍ତୁ ଆଜି କମିଲା ନା ବଢିଲା ତେଲ ରେଟ୍!
Image Credit: ଦେଶରେ ପ୍ରତ୍ୟକ ଦିନ ନୂଆ ପେଟ୍ରୋଲ୍ ଓ ଡିଜେଲ ଦର ଜାରି ହୋଇଥାଏ। ସକାଳ ୬ଟାରେ ନୂଆ ଦର ଜାରି ହୋଇଥାଏ। ତେବେ, ଆସନ୍ତୁ ଜାଣିବା ଆଜି ବିଶେଷକରି ରାଜ୍ୟର କେଉଁ ସ୍ଥାନରେ ତେଲ ଦର ଖସିଛି ଆଉ କେଉଁ ସ୍ଥାନରେ ବୃଦ୍ଧି ପାଇଛି।

About the Author

    Narmada Behera

    Narmada Behera

    ସାମ୍ୱାଦିକତା କ୍ଷେତ୍ରରେ ଦୀର୍ଘ ୧୨ ବର୍ଷର ଅଭିଜ୍ଞତା ରହିଛି । ସମ୍ୱାଦ, ନକ୍ଷତ୍ର ନ୍ୟୁଜ୍, ଇଟିଭି ପରେ ଜୀ ଡିଜିଟାଲରେ କାର୍ଯ୍ୟରତ । ମନୋରଞ୍ଜନଠୁ ଆରମ୍ଭ କରି ପାଣିପାଗ ଏବଂ ଜାତୀୟ ଓ ଅନ୍ତର୍ଜାତୀୟ ଖବର ଲେଖିବାରେ ରୁଚି ରହିଛି ।
    Read More

    ଟ୍ରେଣ୍ଡିଂ

    • ଖବର
    • ଫୋଟୋ
    • ଭିଡିଓ
    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    ଶେଷ ବଲ୍‌ରେ ପାକିସ୍ତାନକୁ ମାତ୍, U-19 ଏସିଆ କପ୍ ଚାମ୍ପିୟନ୍ ଭାରତ! ୧ ୱିକେଟ୍‌ରେ ରୋମାଞ୍ଚକର ବିଜୟ

    2

    Top 10 News: ଚୁଟକିରେ ପଢ଼ନ୍ତୁ ଆଜି ଦିନ ତମାମର ୧୦ଟି ଗୁରୁତ୍ୱପୂର୍ଣ୍ଣ ଖବର..

    3

    ଓଡ଼ିଶାକୁ ଆଉ ୧ ଲକ୍ଷ ପିଏମ୍ ଆବାସ, ମୋଟ ମଞ୍ଜୁରୀ ୫ ଲକ୍ଷ; ବଲାଙ୍ଗୀରରୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    4

    Jubilant Ingrevia: ଜୁବିଲାଣ୍ଟ କାରଖାନା ବିରୋଧରେ ସ୍ୱର ଉଠାଇବାରୁ ଧମକ! ZEE MEDIA ରିପୋର୍ଟ ପରେ ହଇଚଇ

    5

    ଓଡ଼ିଶା ହାଇକୋର୍ଟରେ ବିଚାରପତି ସଙ୍କଟ! ୩୩ ପଦରୁ ୨୦ ଖାଲି, କେନ୍ଦ୍ରକୁ ଚିଠି ଲେଖିଲେ ସସ୍ମିତ

    logo
    • contact us
    • privacy policy
    • legal
    • investor info
    • advertise with us
    © 1998-2026 Indiadotcom Digital Private Limited, All Rights Reserved.

    Petrol Diesel Price Today: ଦେଶରେ ପ୍ରତ୍ୟକ ଦିନ ନୂଆ ପେଟ୍ରୋଲ୍ ଓ ଡିଜେଲ ଦର ଜାରି ହୋଇଥାଏ। ସକାଳ ୬ଟାରେ ନୂଆ ଦର ଜାରି ହୋଇଥାଏ। ତେବେ, ଆସନ୍ତୁ ଜାଣିବା ଆଜି ବିଶେଷକରି ରାଜ୍ୟର କେଉଁ ସ୍ଥାନରେ ତେଲ ଦର ଖସିଛି ଆଉ କେଉଁ ସ୍ଥାନରେ ବୃଦ୍ଧି ପାଇଛି। ନଜର ପକାନ୍ତୁ ପ୍ରମୁଖ ସହରରେ କେତେ ରହିଛି ଆଜିର ତୈଳ ଦର...


    ପଣ ଘରେ ବସି ପେଟ୍ରୋଲ ଓ ଡିଜେଲ ଦାମ୍ ଆପଣ (SMS) ଏସଏମ୍-ଏସ୍ ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ସହଜରେ ମିଳିଯିବ। ଆଉ ଯଦି ଆପଣ ଜଣେ (BPCL) ବିପିସିଏଲ୍ ଗ୍ରାହକ ତେବେ ଆପଣ (RSP) ଆରଏସପି ଲେଖି ୯୨୨୩୧୧୨୨୨୨ ନମ୍ବରକୁ (SMS) ଏସଏମ୍-ଏସ୍ ପଠାଇ ପାରିବେ । ଏହାପରେ ଆପଣଙ୍କୁ SMS ମାଧ୍ୟମରେ ଦର ବିଷୟରେ ସୂଚନା ମିଳିଯିବ। ଯାହା ଦ୍ବାରା ଆପଣ ଘରେ ବସି ତେଲ୍ ରେଟ୍ ନିଜ ସହରର ଜାଣିପାରିବେ।

    ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ(୧ ଲିଟର)୧୦୨ ଟଙ୍କା ୧୨  ପଇସା ରହିଥିବା ବେଳେ ଡିଜେଲ (୧ ଲିଟର) ୯୫ ଟଙ୍କା ୨୦ ପଇସା ରହିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ୍ ଦର ଲିଟର ପିଛା ୧୧୧ ଟଙ୍କା ୧୮ ପଇସା  ରହିଥିବା ବେଳେ ଡିଜେଲ୍ ରେଟ୍ ୯୭ ଟଙ୍କା ୮୩ ପଇସା ରହିଛି।  ଓଡ଼ିଶାର ଭୁବନେଶ୍ବରରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ପିଛା ୧୦୮ ଟଙ୍କା ୯୭ ପଇସା ରହିଥିବା ବେଳେ ଡିଜେଲ (୧ ଲିଟର) ୧୦୦ ଟଙ୍କା ୬୮ ପଇସା ରହିଛି। ଆଜି ଓଡିଶାରେ ପେଟ୍ରୋଲ୍ ଓ ଡ଼ିଜେଲ୍ ଦର ସ୍ଥିର ରହିଛି। ତୈଳ ଦର ବୃଦ୍ଧି କାଟ୍ କରିବାକୁ ବହୁବାର ଦାବି ହୋଇଥିଲେ ମଧ୍ୟ ସରକାର ଏଥିପ୍ରତି ଧ୍ୟାନ ଦେଉ ନଥିବା ଦେଖିବାକୁ ମିଳିଛି। ଯାହାକୁ ନେଇ ସାଧାରଣ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।
     

    Add Zee News as a Preferred Source
    TAGS:
    Odia News