Published: Oct 29, 2026, 01:25 PM|Updated: Oct 29, 2026, 01:27 PM
Keonjhar News: ଶ୍ବାସରୁଦ୍ଧ ହୋଇ ୨ଜଣ ମୃତ୍ୟୁ ହୋଇଛି। ଅନ୍ୟ ୩ ଜଣ ଗୁରୁତର ଅବସ୍ଥାରେ ପ୍ରଥମେ କେନ୍ଦୁଝର ଜିଲ୍ଲା ବାଂଶପାଳ ଡ଼ାକ୍ତରଖାନା ଏବଂ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର ହୋଇଛନ୍ତି । ଏଭଳି ଦୁଃଖଦ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲାର ବାଂଶପାଳ ବ୍ଲକ ନୟାକୋଟ ଥାନା ସୁଡ଼ଙ୍ଗ ଗାଁରେ ।