Rain in Odisha: ପାଣିପାଗ ବିଭାଗର ସୂଚନା ଅନୁସାରେ, ନଭେମ୍ବର ୨ ତାରିଖ ରାତି ପ୍ରାୟ ୧୧ଟା ୩୦ରୁ ନଭେମ୍ବର ୩ ତାରିଖ ଭୋର ୪ଟା ମଧ୍ୟରେ ନେଲୋର ଓ ନରସାପୁର ମଧ୍ୟବର୍ତ୍ତୀ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ସମୟରେ ଘଣ୍ଟାପ୍ରତି ୧୦୦ରୁ ୧୧୦ କିଲୋମିଟର ବେଗରେ ପବନ ବହିବା ସହ ଝଟକା ପବନର ବେଗ ୧୨୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ।