Viral Video: ଓଡି଼ଆ କଣ୍ଠଶିଳ୍ପୀ ଅସୀମା ପଣ୍ତା। ଏକାଧିକ ଓଡିଆ ଗୀତ ଗାଇ ଲୋକଙ୍କ ମନ କିଣିଛନ୍ତି। ତେବେ, ଏହାରି ଭିତରେ ତାଙ୍କର ଏକ ଭିଡିଓ ଜଣେ ଯୁବକଙ୍କ ସହ ବେଶ୍ ଭାଇରାଲ୍ ହେବାରେ ଲାଗିଛି । ଦେଖନ୍ତୁ...
Disclaimer: ଆପଣ ଦେଖୁଥିବା ଏହି ଭିଡିଓଟି କେବଳ ମନୋରଞ୍ଜନଧର୍ମୀ । ଏଥିରେ ଜୀ ଓଡ଼ିଶା ନ୍ୟୁଜ୍ ନିଜସ୍ୱ କୌଣସି ସତ୍ୟତା ପୁଷ୍ଟି କରେ ନାହିଁ। କୌଣସି ନକରାତ୍ମକ ଉଦ୍ଦେଶ୍ୟରେ ବ୍ୟବହାର କରାଗଲେ ଜୀ ଓଡ଼ିଶା ନ୍ୟୁଜ ଦାୟୀ ରହିବ ନାହିଁ।