Viral Video: ଓଡ଼ିଆ ଅଭିନେତ୍ରୀ ପ୍ରକୃତି ମିଶ୍ର। ସେ ଏକାଧିକ ଓଡ଼ିଆ ଫିଲ୍ମରେ ଅଭିନୟ କରିବା ସହ ହିନ୍ଦୀ ସିରିୟଲ୍ ରେ ଅଭିନୟର ଜଲଓ୍ବା ଦେଖାଇଛନ୍ତି। ତେବେ,ଏହାରି ଭିତରେ ତାଙ୍କର ଏକ ଭିଡ଼ିଓ ଛାତ ଉପରୁ ଭାଇରାଲ୍ ହୋଇଛି। ଦେଖନ୍ତୁ...
(Disclaimer: ଆପଣ ଦେଖୁଥିବା ଏହି ଭିଡିଓଟି କେବଳ ମନୋରଞ୍ଜନଧର୍ମୀ । ଏଥିରେ ଜୀ ଓଡ଼ିଶା ନ୍ୟୁଜ୍ ନିଜସ୍ୱ କୌଣସି ସତ୍ୟତା ପୁଷ୍ଟି କରେ ନାହିଁ। କୌଣସି ନକରାତ୍ମକ ଉଦ୍ଦେଶ୍ୟରେ ବ୍ୟବହାର କରାଗଲେ ଜୀ ଓଡ଼ିଶା ନ୍ୟୁଜ ଦାୟୀ ରହିବ ନାହିଁ।)